ଜିଲ୍ଲାସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ–୨୦୨୬’ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସ୍ଥାନୀୟ ମହେନ୍ଦ୍ରଗିରି ପୌରପାଳିକା ଉଚ୍ଚ ବିଦ୍ୟାଳୟର ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ–୨୦୨୬’ ଏବଂ ବରିଷ୍ଠ ନାଗରିକ ଦିବସ ପାଳନ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ‘ବିକଶିତ ଭାରତ’ ଓ ‘୨୫ ବର୍ଷର ସେବା’ର!-->…