ଜିଲ୍ଲାସ୍ତରୀୟ ସୁଭଦ୍ରା ସ୍ଵାଗତ ପଦଯାତ୍ରା ଅନୁଷ୍ଠିତ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦରମହକୁମା ପାରଳଖେମୁଣ୍ଡି ଠାରେ ଜିଲ୍ଲାସ୍ତରୀୟ ସୁଭଦ୍ରା ସ୍ଵାଗତ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ପଦଯାତ୍ରାକୁ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଶୁଭାରମ୍ଭ କରିଥିଲେ। ଏହି…

ସାର୍ବଜନୀନ ଦୁର୍ଗାପୂଜା ପାଇଁ ରାବଣ ବରଣ କାର୍ଯ୍ୟକ୍ରମ ଅନୁଷ୍ଠିତ।

ପଦ୍ମପୁର :- ସ୍ଥାନୀୟ ରାଜବାଟୀ ପୂଜା ମଣ୍ଡପ ଠାରେ ଚଳିତ ବର୍ଷ ସାର୍ବଜନୀନ ଦୁର୍ଗାପୂଜା ନିମନ୍ତେ ହେବାକୁ ଥିବା ରାମଲୀଳା ନାଟ୍ୟ ଧାରା ପାଇଁ ଆଜି ରାବଣ ବରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନୃସିଂହ କଳା ପରିଷଦ ବରପଦର୍ ର ମୁଖ୍ୟ ଶ୍ରୀ ନିର୍ମଳ ମେହେର ଯିଏକି ବିଭିନ୍ନ ଯାତ୍ରାରେ…

ଗୁଣୁପୁର ରେ ସୁଭଦ୍ରା ଯୋଜନା ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି:ଓଡିଶା ସରକାର ଙ୍କ ମହିଳା ଙ୍କ ପ୍ରଗତି ଏବଂ ବିକଶିତ ଓଡିଶା ରେ ମହିଳା ଙ୍କୁ ସ୍ୱାଭଲମ୍ବୀ କରିବା ପାଇଁ ସୁଭଦ୍ରା ଯୋଜନା ର ଶୁଭାରମ୍ଭ ଆଜି ଗୁଣୁପୁର ର ସଦର ଗୁଣୁପୁର ଠାରେ ଆରମ୍ଭ ହୋଇ ଯାଇଛି ଏହି ଅବସର ରେ ଗୁଣୁପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ…

ପ୍ରଧାନମନ୍ତ୍ରୀ ଆସିବେ ବୋଲି ୧୭ ତାରିଖରେ ଛୁଟି

ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳର ସମସ୍ତ ସ୍କୁଲ କଲେଜ ଗୁଡିକ ସମ୍ପୂର୍ଣ୍ଣ ଛୁଟି ରହିବ ସରକାରୀ କାର୍ଯ୍ୟାଳୟ ଗୁଡିକର ପ୍ରଥମାର୍ଦ୍ଧ ଛୁଟି ରହିବ ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ୱର ୧୭ ତାରିଖରେ ଭୁବନେଶ୍ୱର ଠାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ…

ବିଷଧର ସାପ କାମୁଡାରେ ନାବାଳିକା ଝିଅ ର ମୃତ୍ୟୁ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୧୩/୦୯/୨୪ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅନ୍ତର୍ଗତ ଚେର ଚେଟିଆ ଗୁଡା ର ଜଣେ ୧୬ ବର୍ଷିଆ ନାବାଳିକା ଝିଅ ବିଷଧର ସର୍ପ କାମୁଡ଼ା ରେ ଆଜି ଅପରାହ୍ନ ୪ ଘଣ୍ଟ ସମୟରେ ମୃତ୍ୟୁ ବରଣ କରିଛି। ମୃତ ନାବାଳିକା ଝିଅ ଚେର ଚେଟିଆ ଗୁଡା ସାଧୁରାମ…

ଦୁର୍ଗାପୂଜା ପାଇଁ ଭୂମି ପୂଜନ ଅନୁଷ୍ଠିତ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ ) ତା ୧୩/୯/୨୪ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ରେ ଦୁର୍ଗା ପୂଜା ନିମନ୍ତେ ଆଜି ଭୂମି ପୂଜନ ଅନୁଷ୍ଠିତ ହୋଇଯାଇଛି। ଆଜି ଅପରାହ୍ନ ଚାରି ଘଣ୍ଟ ସମୟରେ ଦୁର୍ଗା ପୂଜା ପରିଚାଳନା କମିଟି ଓ ଗ୍ରାମବାସୀ ଡାବୁଗାଁ କନ୍ୟାଶ୍ରମ ନିକଟ ଅଙ୍ଗିନଦି ରେ ଯାଇ ଭୂମି…

ସୁଭଦ୍ରା ଯୋଜନାର ଆବେଦନ ପ୍ରକ୍ରିୟାକୁ ତଦାରଖ ନିମନ୍ତେ ବରିଷ୍ଠ ଅଧିକାରୀଙ୍କୁ ଗୁରୁଦାୟିତ୍ୱ

ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ )-ତା. 13/୦9 ସରକାରଙ୍କ ଯୁଗାନ୍ତକାରୀ ସୁଭଦ୍ରା ଯୋଜନାର ର ସଫଳ ରୂପାୟନ ନିମନ୍ତେ ଜିଲ୍ଲାସାରl ଆବେଦନ ପ୍ରକ୍ରିୟା ଚାଲୁରହିଛି l ଜିଲ୍ଲାର ୨୧ବର୍ଷରୁ ଉର୍ଦ୍ଧ ୬୦ବର୍ଷରୁ କମ ବୟସ୍କ ମହିଳା ଯାହାଙ୍କ ବାର୍ଷିକ ପାରିବାରିକ ଆୟ ୨ଲକ୍ଷ ୫୦ହଜାରରୁ…

ପାଇକମାଳ ହାଇସ୍କୁଲ ରେ ହିନ୍ଦୀ ଦିବସ ପାଳିତ।

ପଦ୍ମପୁର :- ସରକାରୀ ଉଚ୍ଚ ବିଦ୍ୟାଳୟ ପାଇକମାଳ ରେ ହିନ୍ଦୀ ଦିବସ ପ୍ରଧାନ ଶିକ୍ଷକ ଦ୍ଵାଦଶ କୁମାର ପ୍ରଧାନ ଙ୍କ ଅଧ୍ୟକ୍ଷତା ରେ ପାଳିତ ହୋଇ ଯାଇଛି। ମୂଖ୍ୟ ଅତିଥି ଭାବେ ଅବସର ପ୍ରାପ୍ତ ହିନ୍ଦୀ ଶିକ୍ଷକ ପୂର୍ଣ୍ଣରାମ ସା ଯୋଗଦାନ କରି ଛାତ୍ର ଛାତ୍ରୀ ମାନଙ୍କୁ ହିନ୍ଦୀ ଭାଷା ର ମହତ୍ତ୍ଵ…

ଅଞ୍ଚଳ ମହାବିଦ୍ୟାଳୟ ରେ ବିଶ୍ଵ ଭାତୃତ୍ବ ଦିବସ ଉପରେ ଆଲୋଚନା ଚକ୍ର

ପଦ୍ମପୁର :- ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟ ର ସମ୍ମିଳନୀ କକ୍ଷରେ ଅଧ୍ୟକ୍ଷ ଶ୍ରୀ ଲଳିତ ମୋହନ ପଣ୍ଡାଙ୍କ ସଭାପତିତ୍ବରେ ବିଶ୍ଵ ଭାତୃତ୍ବ ଦିବସ ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଅଛି। ଏହି କାର୍ଯ୍ୟକ୍ରମରେ ଶ୍ରୀ ପଣ୍ଡା ସଭାର ଉଦ୍ଦେଶ୍ୟ ଜ୍ଞାପନ ସହିତ ଅତିଥି ପରିଚୟ ପ୍ରଦାନ କରିଥିଲେ।…

ବେଲଗୁଣ୍ଠା ବ୍ଳକ୍ ଅଧ୍ୟକ୍ଷଙ୍କ ବିୟୋଗ ପରେ ଉପାଧ୍ୟକ୍ଷାଙ୍କ ଅଧ୍ୟକ୍ଷ ଦାୟିତ୍ୱ ଗ୍ରହଣ

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ପଞ୍ଚାୟତ ସମିତି ଅଧ୍ୟକ୍ଷ ପ୍ରଶାନ୍ତ କୁମାର ନାୟକ ଗତ ପାଞ୍ଚ ତାରିଖ ସନ୍ଧ୍ୟା ସାତ ଘଣ୍ଟା କୋଡ଼ିଏ ମିନିଟ୍ ସମୟରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍ ରେ ଚିକିତ୍ସାଧୀନ ଅବସ୍ଥାରେ ଇହଲୀଳା ସମ୍ବରଣ କରିଥିଲେ I ସ୍ଵର୍ଗତ ନାୟକଙ୍କ ଦେହାନ୍ତ ପରେ…