ମୁଖ୍ୟମନ୍ତ୍ରୀଙ୍କ ମାଲକାନଗିରି ଗସ୍ତ: ଆକାଶମାର୍ଗରୁ ପରିସ୍ଥିତି ଆକଳନ,ବର୍ଷା ଜନିତ କ୍ଷୟକ୍ଷତିର ସମୀକ୍ଷା

ସାତ ଦିନ ମଧ୍ୟରେ କ୍ଷୟକ୍ଷତି ଆକଳନ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଜଣେ ବି ପ୍ରଭାବିତ ବ୍ୟକ୍ତି ଯେପରି ସରକାରୀ ସହାୟତା ପାଇବାରୁ ବଞ୍ଚିତ ନ ହୁଅନ୍ତି ତାହା ସୁନିଶ୍ଚିତ କର - ଜିଲ୍ଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ବର, ୧୨.୦୯.୨୪: ମୁଖ୍ୟମନ୍ତ୍ରୀ…

ପଣ୍ୟ ପରିବହନ କ୍ଷେତ୍ରରେ ପୂର୍ବତଟ ରେଳପଥର ନୂତନ ମାନଦଣ୍ଡ: ରେକର୍ଡ 160 ଦିନରେ 100 ନିୟୁତ ଟନ୍ ପଣ୍ୟ ଅନଲୋଡ଼

ଭୁବନେଶ୍ୱର : ପୂର୍ବତଟ ରେଳପଥ (ଇକୋର) ଚଳିତ ଆର୍ଥିକ ବର୍ଷରେ ମାତ୍ର 160 ଦିନରେ 100 ନିୟୁତ ଟନ୍ରୁ ଅଧିକ ପଣ୍ୟ ଅପସାରଣ କରି ପଣ୍ୟ ପରିବହନରେ ଏକ ଉଲ୍ଲେଖନୀୟ ମାଇଲଖୁଣ୍ଟ ହାସଲ କରିଛି | ଚଳିତ ଆର୍ଥିକ ବର୍ଷର 7 ସେପ୍ଟେମ୍ବର 2024 ସୁଦ୍ଧା ପୂର୍ବତଟ ରେଳପଥ ସଫଳତାର ସହିତ 100.44 ନିୟୁତ ଟନ୍…

ଅତିରିକ୍ତ ଜିଲ୍ଲାପାଳ ଏବଂ ଉପଜିଲ୍ଲାପାଳ ଙ୍କୁ ଭେଟିଲେ ପଦ୍ମପୁର ବରିଷ୍ଠ ନାଗରିକ ସଂଘ।

ପଦ୍ମପୁର :- ପଦ୍ମପୁର ବରିଷ୍ଠ ନାଗରିକ ସଂଘ ର କର୍ମକର୍ତ୍ତା ମାନେ ଆଜି ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ କୁନାଳ ମୋତିରାମ ଚୌହାନ ଏବଂ ନୂତନ ଭାବରେ ଯୋଗଦାନ କରିଥିବା ଉପଜିଲ୍ଲାପାଳ ସୁଶ୍ରୀ ଅରଗୁଳା ସ୍ନେହା ଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ। ଏହି ସାକ୍ଷାତକାର ସମୟରେ ଉଭୟ…

ଶିବାନନ୍ଦ ଜନ୍ମ ଦିବସ ପାଳିତ

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଦିବ୍ୟଜୀବନ ସଂଘ ,ଗୁଣପୁର ଶାଖା ତରଫରୁ ଆଜି ଶିବାନନ୍ଦ ମନ୍ଦିର ପରିସରରେ ସଦଗୁରୁ ଶିବାନନ୍ଦ ମହାରାଜଙ୍କ ୧୩୭ ତମ ଜନ୍ମ ଦିବସ ମହା ସମାରୋହରେ ପାଳିତ ସୋଇଯାଇଛି ।ଏହି ପବିତ୍ର ଦିବସରେ ଗୁରୁଙ୍କ ପ୍ରତି ସଂପୂର୍ଣ୍ଣ ସମର୍ପିତ ମନୋଭାବ ନେଇ ସଦଗୁରୁଙ୍କ…

୩୦ତମ ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ଉତ୍ସବ ଉଦ୍‍ଯାପିତ

ସମ୍ମାନ ବିତରଣ ସହିତ ଓଡ଼ିଶୀ ନୃତ୍ୟ ‘ତନ୍ତ୍ର’ରେ ଦର୍ଶକ ବିଭୋର ଭୁବନେଶ୍ୱର (୧୧.୦୯.୨୦୨୪): ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ - ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ନୃତ୍ୟବାସ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୩୦ତମ ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ…

ତିନି ବର୍ଷ ଭିତରେ ୩୩ କେଭି ଲାଇନର ସୁଦୃଢ଼ୀକରଣ କରି ଦକ୍ଷିଣ ଓଡ଼ିଶାର ଦେଢ଼ ଲକ୍ଷରୁ ଉର୍ଦ୍ଧ୍ବ ଉପଭୋକ୍ତାଙ୍କୁ…

ବ୍ରହ୍ମପୁର: ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ସମଗ୍ର ଦକ୍ଷିଣ ଓଡ଼ିଶାରେ ବିଦ୍ୟୁତ ଭିତ୍ତିଭୂମିର ଉନ୍ନତିକରଣ ଦିଗରେ ଉଲ୍ଲେଖନୀୟ ପ୍ରଗତି କରିଛି। ଏଠାକାର ପାହାଡ଼,ଘଞ୍ଚ ଜଙ୍ଗଲ ଭରା ଗ୍ରାମୀଣ ଇଲାକାରେ ସବୁ ପ୍ରକାର ଆହ୍ଵାନକୁ ସଫଳତାର ସହ ମୁକାବିଲା…

ନିର୍ମାଣ ଶ୍ରମିକଙ୍କ ପାଇଁ ପୂର୍ବରୁ ମିଳୁଥିବା ସହାୟତା ରାଶିକୁ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ନିର୍ମାଣ ଶ୍ରମିକ କଲ୍ୟାଣ ସମାରୋହ ଦୁର୍ଘଟଣାଜନିତ ମୃତ୍ୟୁକାଳୀନ ସହାୟତା ରାଶି ୪ ଲକ୍ଷ ଟଙ୍କାରୁ ୬ ଲକ୍ଷ ଟଙ୍କା, ସ୍ୱାଭାବିକ ମୃତ୍ୟୁ କ୍ଷେତ୍ରରେ ସହାୟତା ରାଶି ୨ ଲକ୍ଷ ଟଙ୍କାରୁ ୩ ଲକ୍ଷ ଟଙ୍କାକୁ ବୃଦ୍ଧି ଭୁବନେଶ୍ୱର: ଆପଣମାନେ ହେଉଛନ୍ତି ନିର୍ମାଣର ମେରୁଦଣ୍ଡ। ରାସ୍ତା,…

ପର୍ଡ୍ୟୁ ବିଶ୍ୱବିଦ୍ୟାଳୟର ସଭାପତି ଓ କିନଡ୍ରିଲର ସିଇଓଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ

ସୁଲଭ ମୂଲ୍ୟରେ ଭାରତୀୟ ଛାତ୍ରଛାତ୍ରୀଙ୍କୁ ବିଶ୍ୱମାନର ଶିକ୍ଷା ଦେବା ଆମର ପ୍ରତିବଦ୍ଧତା – ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀ/ଭୁବନେଶ୍ୱର, ସେପ୍ଟେମ୍ବର ୧୧ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ପୃଥକ ଭାବେ ପର୍ଡ୍ୟୁ ବିଶ୍ୱବିଦ୍ୟାଳୟର ସଭାପତି ଡ. ମୁଙ୍ଗ ଚିଆଙ୍ଗ,…

ପିଏମ୍-ଜନମନ ସଚେତନତା କାର୍ଯ୍ୟକ୍ରମ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଆର୍.ଉଦୟଗିରି ବ୍ଲକ୍ ଅନ୍ତର୍ଗତ ସୌରା ଉନ୍ନୟନ ସଂସ୍ଥା , ଚନ୍ଦ୍ରଗିରି ଓ ବିଭିନ୍ନ ସରକାରୀ ବିଭାଗର ମିଳିତ ଆନୁକୂଲ୍ୟରେ ଆର୍ .ଉଦୟଗିରି ତହସିଲ ଅଧିନସ୍ଥ ମହେନ୍ଦ୍ରଗଡ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ପ୍ରଧାନ ମନ୍ତ୍ରୀ ଜନମନ…

ପାଇକମାଳ ହlଇସ୍କୁଲରେ ଜାତୀୟ ସାକ୍ଷରତା ଦିବସ

ପଦ୍ମପୁର :- ସରକାରୀ ଉଚ୍ଚ ବିଦ୍ୟାଳୟ ପାଇକମାଳ ରେ ଜାତୀୟ ସାକ୍ଷରତା ଦିବସ ପ୍ରଧାନ ଶିକ୍ଷକ ଦ୍ଵାଦଶ କୁମାର ପ୍ରଧାନ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି। ବି ଇ ଓ ଚୁଡ଼ାମଣି ବାରିକ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମରେ ପାଇକମାଳ ବ୍ଲକର ଶିକ୍ଷା କ୍ଷେତ୍ରରେ କୃତିତ୍ବ ବିଷୟରେ ଆଲୋଚନା…