ପାଇକମାଳ ହlଇସ୍କୁଲରେ ଜାତୀୟ ସାକ୍ଷରତା ଦିବସ

ପଦ୍ମପୁର :- ସରକାରୀ ଉଚ୍ଚ ବିଦ୍ୟାଳୟ ପାଇକମାଳ ରେ ଜାତୀୟ ସାକ୍ଷରତା ଦିବସ ପ୍ରଧାନ ଶିକ୍ଷକ ଦ୍ଵାଦଶ କୁମାର ପ୍ରଧାନ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି। ବି ଇ ଓ ଚୁଡ଼ାମଣି ବାରିକ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମରେ ପାଇକମାଳ ବ୍ଲକର ଶିକ୍ଷା କ୍ଷେତ୍ରରେ କୃତିତ୍ବ ବିଷୟରେ ଆଲୋଚନା…

୨୯୩ ଗୋଟି ଅଭିଯୋଗରେ ସରିଲା ମିଳିତ ଜନଶୁଣାଣି ଶିବିର

ବାସୁଦେବପୁର-ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ବାସୁଦେବପୁର ବ୍ଲକ ପରିସରରେ ଥିବା ଚିନ୍ତାମଣୀ ସଭା ଗୃହରେ ଜିଲ୍ଲପାଳ ଦିଲ୍ଲୀପକୁମାର ରାଉତରାୟ ଓ ଜିଲ୍ଲାଆରକ୍ଷୀ ଅଧିକ୍ଷକ ବରୁଣ ଗୁଣ୍ଠପାଲି ଉପସ୍ଥିିତ ରହି ମୋଟ ୨୯୩ଗୋଟି ଅଭିଯୋଗର ଶୁଣାଣି କରିଥିଲେ । ସେଥିମଧ୍ୟରୁ ୨୪୭ ଗୋଟି…

ଜଗତସିଂହପୁର ବ୍ୟାଙ୍କ୍ ସମୂହ ଜିଲ୍ଲା ପରାମର୍ଶଦାତା କମିଟି ଓ ଜିଲ୍ଲାସ୍ତରୀୟ ସମୀକ୍ଷା କମିଟି ବୈଠକ

ଜଗତସିଂପୁର:- ତା ୧୧.୦୯.୨୪ ରିଖ ସୁମନ୍ତ କୁମାର ଦାସ: ଆଜି ଅପରାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ର ସଦଭାବନା ସଭାଗୃହ ଠାରେ ବ୍ୟାଙ୍କ୍ ସମୂହ ଜିଲ୍ଲା ପରାମର୍ଶ ଦାତା କମିଟି ଓ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକ ଜିଲ୍ଲାପାଳ ଶ୍ରୀ ଜେ ସୋନାଲ (ଭା ପ୍ର ସେ)ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମରେ ଦୁବାଇରୁ ଫେରିଲା ଓଡିଆ ଯୁବକଙ୍କ ମରଶରୀର

ଭୁବନେଶ୍ବର, ୧୧।୦୯- ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମରେ ଦୁବାଇରେ ଫସିରହିଥିବା ମୃତ ଓଡିଆ ଯୁବକ ଅବ୍ୟକ୍ତ ପ୍ରସାଦ ସିଂହଙ୍କ ମରଶରୀର ଗତକାଲି ବିଳମ୍ବିତ ରାତିରେ ନିଜ ଜନ୍ମ ମାଟିରେ ପହଞ୍ଚିଛି। ଅବ୍ୟକ୍ତଙ୍କ ମରଶରୀର ଭାରତ ଫେରାଇ…

ଆଉଟଲୁକ୍ ଏଗ୍ରି-ଟେକ୍ ସମ୍ମିଟ୍‌ରେ ସୋଆ କୃଷି ମହାବିଦ୍ୟାଳୟ ସମ୍ମାନିତ

ଭୁବନେଶ୍ୱର, ୧୧/୦୯: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ୍‌)କୁ ଗତ ରବିବାର ଦିନ ନୁଆଦିଲ୍ଲୀ ଠାରେ ‘ଆଉଟ୍‌ଲୁକ୍ ଏଗ୍ରି-ଟେକ୍ ସମ୍ମିଟ୍‌’ରେ ସମ୍ମାନଜନକ ‘ଆଉଟଷ୍ଟାଣ୍ଡିଂ ଏଗ୍ରିକଲ୍‌ଚର ଇନ୍‌ଷ୍ଟିଚ୍ୟୁଟ୍ / ୟୁନିଭର୍ସିଟି’…

ଜ୍ୱାଇଁକୁ ହତ୍ୟା କରି ଝିଅକୁ ବିଧବା ସଜାଇଲା ପିତା

ପ୍ରେମ ବିବାହ କୁ କେନ୍ଦ୍ର କରି ପ୍ରେମିକକୁ ହତ୍ୟା,ପ୍ରେମିକା ଗୁରୁତର। ରାୟଗଡା କାଶୀପୁରରୁ ବୈକୁଣ୍ଠ ଦୁରିଆ -ରାୟଗଡା ଜିଲ୍ଲା କାଶୀପୁର ବ୍ଲକ ଅନ୍ତର୍ଗତ ଆଡାଜର ପଞ୍ଚାୟତ ରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପ୍ରେମ ବିବାହକୁ ନାପସନ୍ଦ କରି ଜଣେ ପିତା ଜ୍ୱାଇଁ କୁ ହତ୍ୟା କରି ଝିଅକୁ…

ସୁନେଲି ସକାଳର ପ୍ରଥମ ସୂର୍ଯ୍ୟ କିରଣରେ ଧଳା ରଙ୍ଗର ଚାଦର ନେଇ ହସୁଛି ରାଣୀ କାଶତଣ୍ଡୀ

 https://youtu.be/j8ctTxzBrqo ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଶରତର ଆଗମନରେ କାଶତଣ୍ଡୀର ସମ୍ଭାର ଦେଖିବାକୁ ମିଳେ। ସୁନେଲି ସକାଳର ପ୍ରଥମ ସୂର୍ଯ୍ୟ କିରଣରେ ଧଳା ରଙ୍ଗର ଚାଦର ନେଇ ହସୁଛି ରାଣୀ କାଶତଣ୍ଡୀ।ସକାଳ ଓ ସନ୍ଧ୍ୟାର ସୂର୍ଯ୍ୟ କିରଣର ଆଲୋକରେ କାଶତଣ୍ଡୀର ଅପରୂପ…

ଉପଜିଲ୍ଲାପାଳଙ୍କ ଜନସେବା କେନ୍ଦ୍ର ଓ ମୋ ସେବା କେନ୍ଦ୍ର ପରିଦର୍ଶନ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ରାଜ୍ୟ ସରକାରଙ୍କ ସୁଭଦ୍ରା ଯୋଜନାର ସଫଳ କାର୍ଯ୍ୟକାରିତା ସୁନିଶ୍ଚିତ କରିବା ପାଇଁ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ନିର୍ଦ୍ଦେଶ କ୍ରମେ ଆଜି ଉପଜିଲ୍ଲାପାଳ ଶ୍ରୀଯୁକ୍ତ ଅନୁପ ପଣ୍ଡା ନୂଆଗଡ ବ୍ଲକ୍ ର ଏନ୍.ଝାଲାରସିଂ, କିରାମା…

ଭିଜିିଲାନ୍ସ ଜାଲରେ ଭଞ୍ଜନଗର ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ

ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }: ଗଞ୍ଜାମ୍ ଜିଲ୍ଲା ଭଞ୍ଜନଗର ଜଳସମ୍ପଦ ବିଭାଗ କାର୍ଯ୍ୟାଳୟ ରେ କାର୍ଯ୍ୟରତ ସହକାରୀ ଯନ୍ତ୍ରୀ ଇଂ ପ୍ରସନ୍ନ କୁମାର ସ୍ବାଇଁଙ୍କ ଘରେ ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ନଭେମ୍ବର ମାସ ୧୧ ତାରିଖ ୨୦୨୪ ବୁଧବାର ସକାଳୁ ସକାଳୁ ଭିଜିଲାନ୍ସ ଚଢାଉ କରିଛି।…

କିମ୍‍ସରେ ବିଶ୍ୱ ଆତ୍ମହତ୍ୟା ନିରୋଧ ଦିବସ ପାଳିତ

ଭୁବନେଶ୍ୱର ୧୦ ।୯: ଆତ୍ମହତ୍ୟା ପ୍ରତିରୋଧ ଦିଗରେ ସଚେତନତା ସୃଷ୍ଟି କରିବା ପାଇଁ କିମ୍‍ସ ମାନସିକ ରୋଗ ବିଭାଗ ପକ୍ଷରୁ ମଙ୍ଗଳବାର ବିଶ୍ୱ ଆତ୍ମହତ୍ୟା ନିବାରଣ ଦିବସ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଆତ୍ମହତ୍ୟା ପ୍ରବୃତ୍ତିକୁ ଚିହ୍ନଟ କରିବା ଓ ମାନସିକ ସ୍ୱାସ୍ଥ୍ୟ ଚିକିତ୍ସାର…