ପ୍ୟାରିସ୍ ୨୦୨୪ ପାରାଅଲିମ୍ପିକ୍ସ ଆଥଲେଟଙ୍କ ଅସାଧାରଣ ସଫଳତା ଲକ୍ଷ ଲକ୍ଷ ଭାରତୀୟଙ୍କୁ ପ୍ରେରଣା ଯୋଗାଇଛି: ନୀତା…
ମୁମ୍ବାଇ : ସଦ୍ୟ ସମାପ୍ତ ହୋଇଥିବା ପ୍ୟାରିସ୍ ୨୦୨୪ ପାରାଅଲିମ୍ପିକ୍ସରେ ଭାରତୀୟ ଆଥଲେଟମାନଙ୍କ ଅସାଧାରଣ ସଫଳତା ଲକ୍ଷ ଲକ୍ଷ ଭାରତୀୟଙ୍କୁ ପ୍ରେରଣା ଯୋଗାଇଥିବା କହିଛନ୍ତି ରିଲାଏନ୍ସ ଫାଉଣ୍ଡେସନର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ନୀତା ଅମ୍ବାନୀ।
ଏହି ଅବସରରେ ସମସ୍ତ ଆଥଲେଟଙ୍କ ପ୍ରଶଂସାରେ…