ଟିକାବାଲିରେ ଗୁରୁଦିବସ ଧୂମଧାମରେ ପାଳିତ

ଘୁ.ଉଦୟଗିରି(ଅବନୀ କୁମାର ପ୍ରଧାନ): ମିଳିତ ପ୍ରାଥମିକ ଶିକ୍ଷକ ସଂଘ ତରଫରୁ ଟିକାବାଲି ବସଷ୍ଟାଣ୍ଡ ସ୍ଥିତ ମା ଭୈରବୀ କଲ୍ୟାଣ ମଣ୍ଡପ ଠାରେ ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ଗୁରୁଦିବସ କାର୍ଯ୍ୟକ୍ରମ ଧୁମଧାମରେ ପାଳନ କରାଯାଇଅଛି l ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଟିକାବାଲି ସମିତି…

ଘୁ.ଉଦୟଗିରିର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ

ଘୁ.ଉଦୟଗିରି (ଅବନୀ କୁମାର ପ୍ରଧାନ): ଭାରତବର୍ଷରେ ଗୁରୁ ଶିଷ୍ଯ ପରମ୍ପରା ବହୁ ପ୍ରାଚୀନ। ବିନା ଗୁରୁରେ କେହି କେବେ ସଫଳତାର ଶିଖର ଛୁଇଁ ପାରି ନଥାଏ । ଅଜ୍ଞାନ ରୂପକ ଅନ୍ଧକାରରୁ ଯିଏ ଆଲୋକ ଦେଖାନ୍ତି ସେ ହିଁ ଗୁରୁ । ଶିକ୍ଷା ପ୍ରଦାନ ସହିତ ଜୀବନକୁ ମାର୍ଜିତ, ଶ୍ରୁଖଂଳିତ କରିବାରେ ଅତୁଳନୀୟ…

ସରସ୍ଵତୀ ଶିଶୁ ମନ୍ଦିର ରେ ଗୁରୁ ଦିବସ ପାଳିତ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ ) ତା ୦୫/୦୯/୨୪ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ସରସ୍ଵତୀ ଶିଶୁ ମନ୍ଦିର ରେ ଆଜି ଗୁରୁ ଦିବସ ପାଳିତ ହୋଇଯାଇଛି।ଶିଶୁ ମନ୍ଦିର ର ପ୍ରଧାନ ଆଚାର୍ଯ୍ୟ ସତ୍ୟ ନାରାୟଣ ଚୌଧୁରୀ ପୂର୍ବତନ ରାଷ୍ଟ୍ରପତି ,ଦାର୍ଶନିକ ତଥା ଶିକ୍ଷାବିତ ସର୍ବପଲ୍ଲୀ…

ବେଲଗୁଣ୍ଠା ବ୍ଳକ ଅଧ୍ୟକ୍ଷ ତଥା ବିଶିଷ୍ଟ ରାଜନୀତିଜ୍ଞ ପ୍ରଶାନ୍ତ କୁମାର ନାୟକଙ୍କ ପରଲୋକ ।

ବେଲଗୁଣ୍ଠା--(ଶିବରାମ ଚୌଧୁରୀ )-ବେଲଗୁଣ୍ଠା, ଭଞ୍ଜନଗର, ଘୁମୁସର ତଥା ଗଞ୍ଜାମ ଜିଲ୍ଲାର ବରିଷ୍ଠ ବିଜେଡ଼ି ନେତା , ବିଶିଷ୍ଟ ରାଜନୀତିଜ୍ଞ,ବେଲଗୁଣ୍ଠା ବ୍ଳକ ଅଧ୍ୟକ୍ଷ ତଥା ଗଞ୍ଜାମ ଜିଲ୍ଲା ଚେୟାରମେନ ସଙ୍ଘ ସଭାପତି ରୋଟାରିଆନ୍ ପ୍ରଶାନ୍ତ କୁମାର ନାୟକଙ୍କ ଅକାଳ ବିୟୋଗ ଘଟିଛି । ମୃତ୍ୟୁ…

ଗୁରୁ ଦିବସ ଓ ଜିଲ୍ଲା ସ୍ତରୀୟ ଶିକ୍ଷା ପୁରସ୍କାର ଉତ୍ସଵ ଅନୁଷ୍ଠିତ ।

ବରଗଡ଼:- ସ୍ଥାନୀୟ ଜର୍ଜ ହାଇସ୍କୁଲ ଖେଳ ପଡିଆରେ ଗୁରୁ ଦିବସ ଓ ଜିଲ୍ଲା ସ୍ତରୀୟ ଶିକ୍ଷାପୁରସ୍କାର ପ୍ରଦାନ ଉତ୍ସଵ ଅନୁଷ୍ଠିତ ହୋଇଯାଇଅଛି। ଜିଲ୍ଲା ପାଳ ଶ୍ରୀ ଆଦିତ୍ୟ ଗୋୟେଲଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟଅତିଥି ଭାବରେ ବରଗଡ଼ ସାଂସଦ ଶ୍ରୀ ପ୍ରଦୀପ କୁମାର ପୁରୋହିତ ଯୋଗ…

ପୁରେନା ପଞ୍ଚାୟତ ଉଚ୍ଚବିଦ୍ୟାଳୟ ରେ ଗୁରୁ ଦିବସ ପାଳିତ।

ପଦ୍ମପୁର :- ପଞ୍ଚାୟତ ଉଚ୍ଚବିଦ୍ୟାଳୟ ପୁରେନା ପରିସର ମଧ୍ୟରେ ପ୍ରଧାନଶିକ୍ଷକ ଶ୍ରୀ ରେଣୁଧର ସାହୁଙ୍କ ସଭାପତିତ୍ବ ରେ ଗୁରୁ ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ ଶିକ୍ଷକ ଶ୍ରୀ ପ୍ରମୋଦ ନାଥ। ସର୍ବ ପ୍ରଥମେ ଡ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଫୋଟୋ ଚିତ୍ରରେ…

ସୁଭଦ୍ରା ଯୋଜନାକୁ ନେଇ ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ମହିଳା ମାନଙ୍କର ଆର୍ଥିକ ସଶକ୍ତିକରଣ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ଏକ ଯୁଗାନ୍ତକାରୀ ଯୋଜନା ହେଉଛି ‘ସୁଭଦ୍ରା’ ଯୋଜନା। ଆଜି ଏହି ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଏହି…

ଜିଲ୍ଲା ସ୍ତରୀୟ ଗୁରୁ ଦିବସ ଉତ୍ସବ ଓ ବିଦ୍ୟାର୍ଥୀ ସମ୍ବର୍ଦ୍ଧିନା ସମାରୋହରେ ପାଳିତ

ପାରଳାଖେମଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାସ୍ତରୀୟ ଗୁରୁଦିବସ ଉତ୍ସବ ଓ ବିଦ୍ୟାର୍ଥୀ ସମ୍ବର୍ଦ୍ଧିନା ସମାରୋହ ଗଜପତି ଷ୍ଟାଡିୟମ୍ ଠାରେ ସମାରୋହରେ ପାଳିତ ହୋଇଯାଇଛି। ଏହି ସମ୍ବର୍ଦ୍ଧନା ସମାରୋହରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତା କରିଥିବା ବେଳେ…

ଅବକାରୀ ଚଢାଉ ୧ ଗିରଫ , ବିପୁଳ ପରିମାଣର ପୋଚନଷ୍ଟ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ ) ତା ୦୫/୦୯/୨୪ ନବରଙ୍ଗପୁର ଜିଲ୍ଲାପାଳ ଡକ୍ଟର ଶୁଭଙ୍କର ମହାପାତ୍ର ଓ ଅବକାରୀ ଅଧିକ୍ଷକ ଅଭିରାମ ବେହେରା ଙ୍କ ନିର୍ଦ୍ଦେଶ କ୍ରମେ ତଥା ଅବକାରୀ ନିରିକ୍ଷିକା ରଞ୍ଜୁଲତା ବାରିକ ଙ୍କ ତତ୍ତ୍ଵାବଧାନରେ ଆଜି ଡାବୁଗାଁ ଅବକାରୀ ଥାନା ଅଂଚଳ ରେ ଅବକାରୀ…

ଗୋଷ୍ଠୀ ସ୍ତରୀୟ ଗୁରୁ ସମ୍ବର୍ଦ୍ଧନା ସଭା

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଆଜି ପବିତ୍ର ଗୁରୁ ଦିବସ ଅବସରରେ ଗୁଣୁପୁର ଗୋଷ୍ଠି ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଠାରେ ପାଳିତ ହେଲା ଗୋଷ୍ଠି ସ୍ତରୀୟ ଗୁରୁ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା। ଏହି ସଭା ଅବସରପ୍ରାପ୍ତ ଶିକ୍ଷକ ମାନଙ୍କୁ ନେଇ ହୋଇଥିଲା ଏହି ସମ୍ବର୍ଦ୍ଧନା…