ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା – ୨୦୨୪ ଉଦଘାଟିତ
https://youtu.be/0eeYL1eC_1c
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା - ୨୦୨୪ ସ୍ଥାନୀୟ ଗଜପତି ଷ୍ଟାଡିୟମ୍ ଠାରେ ଆଜି (ମଙ୍ଗଳବାର) ଶୁଭ ଉଦଘାଟିତ ହୋଇଯାଇଛି I ଆଜିର ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳାରେ ଗଜପତି…