ଜାନୁଆରୀ ୧୮ ରୁ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ସିରଜିନା ନାଟ୍ୟ ମହୋତ୍ସବ।
ପଦ୍ମପୁର :- ଓଡିଶାର ଅଗ୍ରଣୀ ଅନୁଷ୍ଠାନ ସିରଜିନା ସାହିତ୍ୟ ଆରୁ ସାଂସ୍କୃତିକ ଅନୁଷ୍ଠାନ ର କାର୍ଯ୍ୟକାରୀ ସଭାପତି ଶ୍ରୀ ସନ୍ତୋଷ କୁମାର ମହାନ୍ତିଙ୍କ ସଭାପତିତ୍ବରେ ଏକ ସଭା ଅନୁଷ୍ଠିତ ହୋଇ ଯାଇଛି। ଉକ୍ତ ସଭାରେ ସମ୍ପାଦକ ରାଜେନ୍ଦ୍ର କୁମାର ମହାନ୍ତି ମାସିକ ବିବରଣୀ ପାଠ କରିଥିଲେ. ଓ ଆସନ୍ତା…