ବାଣପୁର ଓ ବାଲୁଗାଁ ଏନଏସିରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ

ଚିଲିକା (ସେକ କୌସର ): ଆଜି ପୂର୍ବାହ୍ନରେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରେ ବହୁ ଆଡ଼ମ୍ବରରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି।ଏହି ଅବସରରେ ପ୍ରାତଃ କାଳରେ ରାମଧୁନ ଗାନ କରିବାସହ ପରିଷଦ କାର୍ଯ୍ୟାଳୟରେ ଅଧ୍ୟକ୍ଷା ସୁକାନ୍ତି ପାଇକରାୟ ଜାତୀୟ…

କୃତୀ ବଣ୍ଡା ଛାତ୍ର ମଙ୍ଗଳାଙ୍କୁ ସମ୍ବର୍ଦ୍ଧିତ କଲେ ନବୀନ ପଟ୍ଟନାୟକ.

ନବୀନ ବାବୁଙ୍କୁ କୃତଜ୍ଞତା ଜଣାଇଲେ ମଙ୍ଗଳା https://youtu.be/_2Ih9YSz23A "ସରକାରୀ ସ୍କୁଲ ପିଲାଙ୍କ ପାଇଁ 15 ପ୍ରତିଶତ ସଂରକ୍ଷଣ ଆଜି ମୋ ଡାକ୍ତର ସ୍ବପ୍ନ ପୂରଣ କରି ପାରିଛି" ଭୁବନେଶ୍ୱର : ଚଳିତ ବର୍ଷ NEET ପରୀକ୍ଷା ରେ କୃତକାର୍ଯ୍ୟ ହୋଇ ବ୍ରହ୍ମପୁର MKCG medical କଲେଜ ରେ…

ଓଡ଼ିଶା ସୂଚନା ସେବା ଅଧିକାରୀଙ୍କ ତରଫରୁ ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ସୂର୍ଯ୍ୟରଞ୍ଜନ ମହାନ୍ତିଙ୍କୁ ଅବସରକାଳୀନ…

ଭୁବନେଶ୍ୱର, ୩୧/୦୮/୨୦୨୪: ସୂଚନା ଓ ଲୋକସଂପର୍କ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ସୂର୍ଯ୍ୟରଞ୍ଜନ ମହାନ୍ତି ଆଜି ଅବସର ଗ୍ରହଣ କରିଛନ୍ତି । ଏହି ଉପଲକ୍ଷେ ଓଡ଼ିଶା ସୂଚନା ସେବା ଅଧିକାରୀଙ୍କ ପକ୍ଷରୁ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ସ୍ଥାନୀୟ ଗୀତଗୋବିନ୍ଦ ସଦନଠାରେ ଆୟୋଜିତ…

ଆରମ୍ଭ ହେବ ‘ସୁଭଦ୍ରା’ ଯୋଜନା ଫର୍ମ ବିତରଣ

 ଆଜି ୟୁ-ଟୁ୍ୟବ୍‌ ଲାଇଭ୍‌ରେ ଆଲୋଚନା କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା  ଆବେଦନ ଫର୍ମ ପୂରଣ ଓ ଦାଖଲ ହେବ ସଂପୂର୍ଣ୍ଣ ଦେୟମୁକ୍ତ  ଆବେଦନ ଫର୍ମ ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ୍‌ କାର୍ଯ୍ୟାଳୟ, ପୌରାଞ୍ଚଳ କାର୍ଯ୍ୟାଳୟ, ମୋ ସେବା କେନ୍ଦ୍ର ଓ ସାଧାରଣ ସେବା କେନ୍ଦ୍ରରେ…

ସାମୁହିକ ସମ୍ପତ୍ତି ରକ୍ଷଣାବେକ୍ଷଣ ଦାୟିତ୍ୱ ଆମର : ଅରୁଣ

ସ୍ୱାୟତ ଶାସନ ଦିବସ ପାଳିତ ଓଡ଼ଗାଁ, ୩୧ା୮(ଶ୍ରୀକାନ୍ତ କୁମାର ମିଶ୍ର): ଓଡ଼ଗାଁ ବିଜ୍ଞାପିତ ଅଂଚଳ ପରିଷଦ ଦ୍ୱାରା ବ୍ଳକରୋଡ କଲ୍ୟାଣମଣ୍ଡପ ଠାରେ ସ୍ୱାୟତ ଶାସନ ଦିବସ ମହା ସମାରୋହରେ ପାଳିତ ହୋଇ ଯାଇଛି । ଆଜି ଅନୁଷ୍ଠିତ କାର୍ଯ୍ୟକ୍ରମରେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ମୁଖ୍ୟ ଅତିଥି…

୩୦ଟି ଜିଲ୍ଲାରେ ୧୧୫୧ କୋଟି ଟଙ୍କାର ୪୮୧ଟି ବିଭିନ୍ନ ଉନ୍ନତି ମୂଳକ ପ୍ରକଳ୍ପର ଲୋକାର୍ପଣ ଓ ଭିତ୍ତିପ୍ରସ୍ତର ସ୍ଥାପନ…

ରାଜ୍ୟସ୍ତରୀୟ ସ୍ବାୟତ୍ତ ଶାସନ ଦିବସ ସମାରୋହ ପୌରପ୍ରଶାସନ ସହ ଯୋଡି ହୋଇ ଜନପ୍ରତିନିଧିମାନେ ରାଜନୀତିରୁ ଉର୍ଦ୍ଧ୍ୱରେ ରହି ଲୋକଙ୍କ ଆଶା ଆକାଂକ୍ଷା ପୂରଣ କରିବା ଦିଗରେ କାର୍ଯ୍ୟ କରନ୍ତୁ – ମୁଖ୍ୟମନ୍ତ୍ରୀ ୨୭ଜଣ ନବନିଯୁକ୍ତ ପୌରପ୍ରଶାସନିକ ସେବା ଅଧିକାରୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ…

‘ସ୍ୱାୟତ୍ତ ଶାସନ ଦିବସ’ରେ କଟକରେ ବିଭିନ୍ନ କାର୍ଯ୍ୟରେ ସାମିଲ ହେଲେ କେନ୍ଦ୍ରମନ୍ତ୍ରୀ

ପୁରାତନ ସଭ୍ୟତାର ପ୍ରାଣକେନ୍ଦ୍ର କଟକକୁ ଆଧୁନିକ ସହର କରିବା - ଧର୍ମେନ୍ଦ୍ର ପ୍ରଧାନ • ଖାନନଗର ଠାରେ ଗେଲ୍ ଇଣ୍ଡିଆର ‘ଗ୍ୟାସଚୁଲା ଶବଦାହ କେନ୍ଦ୍ର’ ଲୋକାର୍ପିତ • ଦରଘା ବଜାର ଠାରେ ‘ନେତାଜୀ ସ୍ମାରକୀ ପ୍ରତିଷ୍ଠାନ’କୁ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ • ବକ୍ସି ବଜାର ଠାରେ ବକ୍ସି…

କୋରାପୁଟ-ସିଙ୍ଗାପୁର ରୋଡ୍ ରେଳ ଲାଇନ ଦୋହରୀକରଣ କାର୍ଯ୍ୟ ଆହ୍ୱାନ ସତ୍ୱେ କ୍ରମାଗତ ଭାବରେ ଅଗ୍ରଗତି କରିଚାଲିଛି

ଭୁବନେଶ୍ୱର, 31.08.2024: କୋରାପୁଟ-ସିଙ୍ଗାପୁର ରୋଡ୍ (ରାୟଗଡା) ରେଳ ଲାଇନରେ 165 କିଲୋମିଟର ଦୈର୍ଘ୍ୟରେ ଚାଲୁରହିଥିବା ଦୋହରୀକରଣ କାର୍ଯ୍ୟ ଗୁରୁତ୍ୱପୂର୍ଣ୍ଣ ଇଞ୍ଜିନିୟରିଂ ଆହ୍ୱାନ ସତ୍ୱେ କ୍ରମାଗତ ଭାବରେ ଅଗ୍ରଗତି କରିଚାଲିଛି | ରେଳ ସଂଯୋଗୀକରଣ ବୃଦ୍ଧି ଏବଂ ଆଞ୍ଚଳିକ ବିକାଶକୁ…

ଗୁଣପୁର ପୈାର ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ପାଳନ

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ରାୟଗଡା ଜିଲ୍ଲା ଗୁଣପୁର ଠାରେ ପୋୖର ପରିଷଦ ତରଫରୁ ସ୍ୱାୟତ୍ତ ଶାସନ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ସହରର ବିଭିନ୍ନ ସ୍ଥାନରେ ସ୍ଥାପିତ ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। ଏହାପରେ ପୋୖର…

ମହିଳାଙ୍କ ନାମରେ ୧୦ କୋଟିର ଠକେଇ ଅଭିଯୋଗ, ବାଣପୁର ଥାନାରେ ମାମଲା.

ବାଣପୁର (ସେକ କୌସର ):ବିଷ୍ନୁପ୍ରିୟା ନାମ୍ନୀ ଜଣେ ମହିଳାଙ୍କ ନାମରେ ୧୦ କୋଟିର ଠକେଇ ଅଭିଯୋଗରେ ବାଣପୁର ଥାନାରେ ମାମଲା ରୁଜୁ ହୋଇଛି।ଅଭିଯୋଗ ମୁତାବକ ମହିଳା ଜଣକ ନୀଳାଦ୍ରି ଓ ଦାମିଆ ଗ୍ରାମ ପଞ୍ଚାୟତର ୩୦୦ ମହିଳାଙ୍କୁ ଭୁଆଁ ବୁଲାଇ କୋଟି କୋଟି ଟଙ୍କା ଚଳୁ କରିଦେଇଛି।ଅଭିଯୁକ୍ତା…