ଗୁଣପୁର ପୈାର ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ପାଳନ

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ରାୟଗଡା ଜିଲ୍ଲା ଗୁଣପୁର ଠାରେ ପୋୖର ପରିଷଦ ତରଫରୁ ସ୍ୱାୟତ୍ତ ଶାସନ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ସହରର ବିଭିନ୍ନ ସ୍ଥାନରେ ସ୍ଥାପିତ ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। ଏହାପରେ ପୋୖର…

ମହିଳାଙ୍କ ନାମରେ ୧୦ କୋଟିର ଠକେଇ ଅଭିଯୋଗ, ବାଣପୁର ଥାନାରେ ମାମଲା.

ବାଣପୁର (ସେକ କୌସର ):ବିଷ୍ନୁପ୍ରିୟା ନାମ୍ନୀ ଜଣେ ମହିଳାଙ୍କ ନାମରେ ୧୦ କୋଟିର ଠକେଇ ଅଭିଯୋଗରେ ବାଣପୁର ଥାନାରେ ମାମଲା ରୁଜୁ ହୋଇଛି।ଅଭିଯୋଗ ମୁତାବକ ମହିଳା ଜଣକ ନୀଳାଦ୍ରି ଓ ଦାମିଆ ଗ୍ରାମ ପଞ୍ଚାୟତର ୩୦୦ ମହିଳାଙ୍କୁ ଭୁଆଁ ବୁଲାଇ କୋଟି କୋଟି ଟଙ୍କା ଚଳୁ କରିଦେଇଛି।ଅଭିଯୁକ୍ତା…

ପାରଳାଖେମୁଣ୍ଡି ପୌର ପରିଷଦ ପକ୍ଷରୁ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିନସ ପାଳିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ପୌର ପରିଷଦ କାର୍ଯ୍ୟାଳୟରେ ପୋୖର ପରିଷଦ ପକ୍ଷରୁ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ - ୨୦୨୪ ପାଳିତ ହୋଇଯାଇଛି। ସ୍ୱାୟତ୍ତ ଶାସନ ଦିବସ ଅବସରରେ ସକାଳୁ ସହରର ସମସ୍ତ ବରପୁତ୍ରମାନଙ୍କ…

ଆୟୁଷ୍ମାନ ଆରୋଗ୍ୟ ଶିବିର ଅନୁଷ୍ଠିତ

ପଦ୍ମପୁର :- ପଞ୍ଚାୟତ ଉଚ୍ଚବିଦ୍ୟାଳୟ ପୁରେନା ପରିସର ମଧ୍ୟରେ ଏକ ସ୍ୱାସ୍ଥ୍ୟ ସଚେତନତା ସମ୍ବନ୍ଧିତ ଆୟୁଷ୍ମାନ ଆରୋଗ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ସଭାରେ ସଭାପତିତ୍ବ କରିଥିଲେ ପ୍ରଧାନଶିକ୍ଷକ ଶ୍ରୀ ରେଣୁଧର ସାହୁ ଓ ସଂଯୋଜନା କରିଥିଲେ ଶିକ୍ଷକ ଶ୍ରୀ ପ୍ରମୋଦ ନାଥ। କମ୍ୟୁନିଟି…

ମହିଳା ସ୍ନାତକ ମହାବିଦ୍ୟାଳୟ ରେ ଜାତୀୟ କ୍ରୀଡା ଦିବସ ପାଳିତ।

ପଦ୍ମପୁର:- ସ୍ଥାନୀୟ ମହିଳା ସ୍ନାତକ ମହାବିଦ୍ୟାଳୟ ପଦ୍ମପୁର ପରିସର ମଧ୍ୟରେ ଅଧ୍ୟକ୍ଷା ଶ୍ରୀମତୀ କଳ୍ପନା ରାଣୀ ନାଥଙ୍କ ସଭାପତିତ୍ଵରେ ଜାତୀୟ କ୍ରୀଡା ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ସୁଶ୍ରୀ ସଂଗୀତା ଗୌନ୍ତିଆ ପରିଚାଳନା କରିବା ସହ ପ୍ରସିଦ୍ଧ ହକି ତାରକା ମେ.…

ଲୋକପ୍ରିୟ ଶିକ୍ଷକ ତଥା ସଂଗଠକଙ୍କ ଦେହାନ୍ତ

(ଶାସକ ପ୍ରଶାସକ/ ଖଲ୍ଲିକୋଟ ରୁ ଶିବରାମ ଜେନା);  ପ୍ରତ୍ୟେକ ଙ୍କର ଆରମ୍ଭ,ବିକାଶ ଓ ବିଲୟ ଘଟେ । ଏହା ତ ସୃଷ୍ଟିର ଆଦିଯୁଗର କାହାଣୀ ଏବଂ ଚିରନ୍ତନ ସତ୍ୟ। କିନ୍ତୁ ଖଲ୍ଲିକୋଟ ର ଏ ଏକ ନିଆରା ଦୃଶ୍ୟ।ଶିକ୍ଷକ ସଂଘ ର ବରିଷ୍ଠ ଶିକ୍ଷକ, ସମାଜସେବୀ ପରୋପକାରୀ, ମିଷ୍ଟଭାଷୀ, ଧର୍ମପ୍ରାଣ, ଶିକ୍ଷକ…

ପିଏମ- ଜନମନ ସଚେତନତା କାର୍ଯ୍ୟକ୍ରମ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୁମ୍ମା ପଞ୍ଚାୟତ ସମିତି ଅନ୍ତର୍ଗତ କୁଲପାଡ଼ ଗ୍ରାମ ଠାରେ ସଉରା ଉନ୍ନୟନ ସଂସ୍ଥା , ଚନ୍ଦ୍ରଗିରି କାର୍ଯ୍ୟାଳୟ ସମ୍ମୁଖରେ ବ୍ୟକ୍ତିଗତ ମୌଳିକ ସୁବିଧା ପ୍ରଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ…

ସୁଭଦ୍ରାକୁ ନେଇ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ମହିଳା ମାନଙ୍କର ଆର୍ଥିକ ସଶକ୍ତିକରଣ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ଏକ ଯୁଗାନ୍ତକାରୀ ଯୋଜନା ହେଉଛି ‘ସୁଭଦ୍ରା’। ଜିଲ୍ଲାରେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀକୁ ନେଇ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ ଆଜି (ଗୁରୁବାର) ଜିଲ୍ଲାପାଳଙ୍କ ସମ୍ମିଳନୀ…

ଜିଲ୍ଲା ସ୍ତରୀୟ ଜାତୀୟ କ୍ରୀଡ଼ା ସପ୍ତାହ ଦିବସ ପାଳିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲା ସ୍ତରୀୟ ଜାତୀୟ କ୍ରୀଡ଼ା ସପ୍ତାହ ଦିବସ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଇଣ୍ଡୋର ଷ୍ଟାଡିୟମ୍ ଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ଗଜପତି ଜିଲ୍ଲାର ସମସ୍ତ କ୍ରୀଡ଼ା ଶିକ୍ଷକଙ୍କୁ ନେଇ ଏକ ପ୍ରଶିକ୍ଷଣ ଶିବିର…

ଜାତୀୟ ମହା ବୃକ୍ଷରୋପଣ କାର୍ଯ୍ୟକ୍ରମର ଉଦଯାପନୀ ଉତ୍ସବ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ମହିଳା ସ୍ନାତକ ମହାବିଦ୍ୟାଳୟ ଠାରେ ଜାତୀୟ ସେବା ଯୋଜନା ସଂଗଠନ ତରଫରୁ ଜାତୀୟ ମହା ବୃକ୍ଷରୋପଣ ସପ୍ତାହ ପାଳନ ମହାସମାରୋହରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷା ଡ. ରୀନା ସାହୁ ଓ…