“ସୋସିଆଲ ମିଡିଆରେ ସକ୍ରିୟ ରୁହ, ବିଜେପିର ମିଛ ପ୍ରତିଶୃତି ବିଷୟରେ ଲୋକଙ୍କୁ ସଚେତନ କର ।”
ଛାତ୍ର, ଯୁବ ଓ ମହିଳା ଶାଖା ସମସ୍ତଙ୍କୁ ଏକଜୁଟ ହୋଇ କାମ କରିବାକୁ ନବୀନ ପଟ୍ଟନାୟକ ଙ୍କ ଆହ୍ୱାନ.
ସେବା, ସ୍ୱାଭିମାନ ସଂଗ୍ରାମ ଓ ସଚେତନତା ଆମର ଆଦର୍ଶ ।
ସଫଳତା ପାଇଁ ଶୁଭେଚ୍ଛା ଜଣାଇଲେ ବଣ୍ଡା ଛାତ୍ର ମଙ୍ଗଳା ମୁଦୁଲୀଙ୍କୁ ।
ଲୋକଙ୍କ ସେବା କର, ଓଡ଼ିଆ ସ୍ୱାଭିମାନ ପାଇଁ…