ସିନାପାଲି ବ୍ଲକ ରେ ଜିଲ୍ଲାପାଳ ଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ l
ପ୍ରଶାସନ ଏବେ ଲୋକଙ୍କ ପାଖରେ - ଜିଲ୍ଲାପାଳ
ନୂଆପଡ଼ା ଜିଲ୍ଲା ରୁ କଲିମ ମହମ୍ମଦ କ ରିପୋର୍ଟ (ଶାସକ ପ୍ରଶାସକ): ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ପଞ୍ଚାୟତସମିତି ସମ୍ମିଳନୀ କକ୍ଷଠାରେ ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାସ ଏବଂ ଜିଲ୍ଳା ଆରକ୍ଷୀ ଅଧିକ୍ଷକ ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ର ଙ୍କ…