ବେଲଗୁଣ୍ଠାରେ ଷଷ୍ଠ ମାସିକ କ୍ଲଷ୍ଟର୍ ସ୍ତରୀୟ ବୈଠକ

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )- : ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶକ୍ରମେ ଆଜି ବେଲଗୁଣ୍ଠା ବ୍ଳକ୍ ର ସମସ୍ତ ଏଗାରଟି ଆଞ୍ଚଳିକ ସାଧନ କେନ୍ଦ୍ରରେ ସିଆରସିସି ମାନଙ୍କ ତତ୍ତ୍ୱାବଧାନରେ ପ୍ରଧାନ ଶିକ୍ଷକ/ ଶିକ୍ଷୟିତ୍ରୀ ଏବଂ ଏଫ୍ଏଲ୍ଏନ୍ ଶିକ୍ଷକ…

ଅନାସ୍ଥାରେ ପଦ ହରାଇଲେ ଆମ୍ବପୁଆ ସରପଞ୍ଚ ।

ବେଲଗୁଣ୍ଠା-(ଶିବରାମ ଚୌଧୁରୀ )-ସରକାର ବଦଳିବା ପରେ ବିଭିନ୍ନ ପଞ୍ଚାୟତ, ବ୍ଳକ,ଏନ୍.ଏ.ସିରେ ପଦପଦବୀ ମଣ୍ଡନ କରିଥିବା ସରପଞ୍ଚ, ଚେୟାରମେନ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ହେଉଛି ।ଏହି ପରିସ୍ଥିତିରେ ବେଲଗୁଣ୍ଠା ବ୍ଳକ ଆମ୍ବପୁଆ ପଞ୍ଚାୟତର ସରପଞ୍ଚ ନଳିନୀ ବେହେରାଙ୍କ ବିରୋଧରେ ଅନାସ୍ଥା…

ମାନପୁରରେ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ

 ବିଜେପୁର /ସୁଶାନ୍ତ ସାହୁ ବରଗଡ଼ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ମାନପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଷଷ୍ଠ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି।ଜାରିଂ ସିଆରସିସି ରାଜେଶ୍ଵର ବେହେରାଙ୍କ ଅଧ୍ୟକ୍ଷତାରେ କ୍ଷେତରପଡା ପ୍ରାଥମିକ…

ଯୋଖିପାଳିରେ ବ୍ଲକସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ

 ବିଜେପୁର /ସୁଶାନ୍ତ ସାହୁ ବିଜେପୁର ବ୍ଲକ ଯୋଖୀପାଲି ପଞ୍ଚାୟତ ହାଇସ୍କୁଲ ଠାରେ ବ୍ଲକ୍‌ସ୍ତରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ  ଅନୁଷ୍ଠିତ ହୋଇଯାଇଛି l ବିଇଓ ନାରାୟଣ ଭୁଏଇ ଅଧ୍ଯକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ମୁଖ ଅତିଥି ଡିଇଓ ରାଧାକାନ୍ତ ଛତ୍ରୀ, ସମ୍ମାନିତ ଅତିଥି ଜିଲ୍ଲା ବିଜ୍ଞାନ…

ହମିରପୁରରେ ସରକାରୀ ହସ୍ପିଟାଲ ଖୋଲିବା ପାଇଁ ସ୍ବାସ୍ଥ୍ୟ ମନ୍ତ୍ରୀଙ୍କୁ ଦାବିପତ୍ର

ରାଉରକେଲା,(ବସନ୍ତ କୁମାର ଜେନା):ଓଡିଶାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗଙ୍କ ରାଉରକେଲା ଗସ୍ତ ଅବସରରେ ହମିରପୁର ଠାରେ ଏକ ଅର୍ବାନ ପ୍ରାଇମେରୀ ସ୍ବାସ୍ଥ୍ୟକେନ୍ଦ୍ର ଖୋଲିବା ପାଇଁ ହମିରପୁର ଉନ୍ନୟନ ପରିଷଦ ତରଫରୁ ଦାବିପତ୍ର ପ୍ରଦାନ କରାଯାଇଛି I କୋଡିଏ ହଜାର…

ରାଷ୍ଟ୍ରପତିଙ୍କ ଦ୍ୱାରା ‘ଓଡ଼ିଶା ପର୍ବ -୨୦୨୪’ ଉଦଘାଟିତ

ଯୋଗଦେଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ,କେନ୍ଦ୍ର ମନ୍ତ୍ରୀ, ସାଂସଦ, ରାଜନେତା, ଲେଖକ, କଳାକାର, ଇତିହାସକାର, ବୁଦ୍ଧିଜୀବୀ ଓ ବ୍ୟକ୍ତିବିଶେଷ ଓଡ଼ିଶାର ପରିଚୟକୁ ବିଶ୍ୱବିଦିତ କରାଇବା - ଧର୍ମେନ୍ଦ୍ର ପ୍ରଧାନ • ‘ଓଡ଼ିଶା ପର୍ବ’ ଦିଲ୍ଲୀରେ ଓଡ଼ିଶାର ଭାବାବେଗକୁ ପ୍ରତିଫଳିତ କରିବାର ଏକ…

ମୁଖ୍ୟମନ୍ତ୍ରୀ ପ୍ରାଣୀକଲ୍ୟାଣ ଯୋଜନାରେ ଗୋଶାଳାଗୁଡ଼ିକୁ ସହାୟତା ପ୍ରଦାନ କଲେ ମନ୍ତ୍ରୀ

ପଞ୍ଜୀକୃତ ୬୬ଟି ଗୋଶାଳାକୁ ୮.୯୬ କୋଟି ଟଙ୍କାର ସହାୟତା ୧୩ଟି ନୂତନ ଗୋଶାଳା ଓ ୪୭ଟି ଗୋଧନ କେନ୍ଦ୍ର ପାଇଁ କାର୍ଯ୍ୟାଦେଶ ବଣ୍ଟନ ଭୁବନେଶ୍ୱର,(ଶାସକ ପ୍ରଶାସକ ) :ମୁଖ୍ୟମନ୍ତ୍ରୀ ପ୍ରାଣୀକଲ୍ୟାଣ ଯୋଜନାରେ ରାଜ୍ୟରେ ଥିବା ଗୋଶାଳାଗୁଡ଼ିକୁ ଅସହାୟ ଗୋରୁଙ୍କ ଯନି ଓ…

ସୋଆ କମ୍ୟୁନିଟି ରେଡ଼ିଓ ପକ୍ଷରୁ ‘ଆମର ବରିଷ୍ଠ, ଆମର ଅଭିଯାନ’ କାର୍ଯ୍ୟକ୍ରମ ଆରମ୍ଭ

ଭୁବନେଶ୍ୱର, ନଭେମ୍ବର ୨୨: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଭଏସ୍ ଅଫ୍ ସୋଆ କମୁ୍ୟନିଟି ରେଡ଼ିଓ ୯୦.୪ ପକ୍ଷରୁ ‘ଆମର ବରିଷ୍ଠ, ଆମର ଅଭିଯାନ’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଭାରତ ସରକାରଙ୍କର ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ମନ୍ତ୍ରଣାଳୟ ଅଧୀନସ୍ଥ ଅଭୟ ଯୋଜନା ଦ୍ୱାରା ଅଧାରିତ ଓ…

ମା’ରମାଦେବୀଙ୍କ ତ୍ରୁଟିପୂର୍ଣ୍ଣ ପ୍ରତିମୂର୍ତ୍ତି ବଦଳାଇବାକୁ ଦାବି

ଭୁବନେଶ୍ୱର,୨୧ା୧୧: ରାଜଧାନୀରେ ସ୍ଥାପନ କରାଯାଇଥିବା ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ଖ୍ୟାତନାମା ସମାଜସେବୀ ମା’ରମାଦେବୀଙ୍କ ପ୍ରତିମୂର୍ତ୍ତିକୁ ନେଇ ଏବେ ବିବାଦ ଉଠିଛି । ଏହି ପ୍ରତିମୂର୍ତ୍ତିରେ ଥିବା ତ୍ରୁଟି ବିଚୁ୍ୟତିକୁ ତୁରନ୍ତ ସୁଧାରି ଦେଇ ନୂଆ ପ୍ରତିମୂର୍ତ୍ତି ସ୍ଥାପନ ପାଇଁ…

ବରିଷ୍ଠ କର୍ମଚାରୀଙ୍କୁ ପଦୋନ୍ନତିରୁ ବଂଚିତ କରିବାରୁ ରାଜ୍ୟ ସରକାରଙ୍କୁ ଦୁଇ ଲକ୍ଷ ଟଙ୍କାର ତଣ୍ଡ

ଭୁବନେଶ୍ୱର : ମାନ୍ୟବର ଓଡିଶା ଉଚ୍ଚ ନ୍ୟାୟାଳୟ ଗତ ୮ ନଭେମ୍ବର ୨୦୧୪ ରେ W.P.(C) No.୨୪୩୫୭/୨୦୧୯ ର (ବିଜୟ କୁମାର ମଲ୍ଲିକ ବନାମ ଓଡିଶା ରାଜ୍ୟ ସରକାରଙ୍କ ) ମାମଲାରେ ରାୟ ଦେଇ ତିନିମାସ ମଧ୍ୟରେ ଆବେଦନକାରୀଙ୍କୁ ଦୁଇ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ…