ଜିଲ୍ଲାସ୍ତରୀୟ ବିଶ୍ଵ ଶୌଚାଳୟ ଦିବସ ପାଳିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଜଳ ଯୋଗାଣ ଓ ପରିମଳ ବିଭାଗ ପକ୍ଷରୁ ଆଜି ଜିଲ୍ଲାସ୍ତରୀୟ ବିଶ୍ବ ଶୌଚାଳୟ ଦିବସ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ପାଳିତ ହୋଇଯାଇଛି। ଏହି ଦିବସରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ…