କିଟ୍ର ୬ ଇଞ୍ଜିନୟରିଂ ପାଠ୍ୟକ୍ରମକୁ ଆବେଟ୍ ସ୍ୱୀକୃତି
ଆବେଟ୍ ଓ ଆଇଇଟି ସ୍ୱୀକୃତି ପାଇବାରେ କିଟ୍ ଦେଶର ଏକମାତ୍ର ବିଶ୍ୱବିଦ୍ୟାଳୟ
ଭୁବନେଶ୍ୱର,୧୯ ।୯: କିଟ୍ ବିଶ୍ୱବିଦ୍ୟାଳୟର ୬ଟି ଇଞ୍ଜିନୟିରିଂ ପାଠ୍ୟକ୍ରମକୁ ୬ବର୍ଷ ପାଇଁ ଆମେରିକାର ପ୍ରତିଷ୍ଠିତ ଆକ୍ରିଡିଟେସନ୍ ବୋର୍ଡ ଫର୍ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି (ଆବେଟ୍)ର ସ୍ୱୀକୃତି ମିଳିଛି…