ଘରେ ଘରେ ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ।
ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ସ୍ୱାଧୀନତାର ୭୮ବର୍ଷ ପାଳନ ଅବସରରେ ଗୁଣପୁର ବ୍ଲକ ତରଫରୁ ଘରେ ଘରେ ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ୧୩ତାରିଖ ଦିନ ଗୁଣପୁର ବ୍ଲକ କାର୍ଯ୍ୟାଳୟରୁ ଏକ ତ୍ରିରଙ୍ଗା ଶୋଭାଯାତ୍ରା ଆରମ୍ଭ ହୋଇ ବାଇପାସ ଦେଇ ପୁଣି ବ୍ଲକ…