ଡିସେମ୍ବର ୦୧ରୁ ବାରିପଦାର ଐତିହାସିକ ଛଉ ପଡିଆରେ ମୟୁରଭଞ୍ଜ ମହୋତ୍ସବ
ମୟୂରଭଞ୍ଜ ରୁ ଦିପୁ ମହାପାତ୍ର ଙ୍କ ରିପୋର୍ଟ(ଶାସକ ପ୍ରଶାସକ): ମୟୁରଭଞ୍ଜ ଜିଲ୍ଲାର କଳା ଓ ସଂସ୍କୃତିର ଏକ ସ୍ଵତନ୍ତ୍ର ପରିଚୟ ରହିଛି । ଆଉ ସେହି କଳା ଓ ସଂସ୍କୃତିର ବିକାଶ ପାଇଁ ଏକ ଅଭିନବ ପ୍ରୟାସ ହେଉଛି ମୟୁରଭଞ୍ଜ ମହୋତ୍ସବ । ୭ମ ବର୍ଷରେ ପଦାର୍ପଣ କରିଛି ମୟୁରଭଞ୍ଜ ମହୋତ୍ସବ ।…