ଭାରତୀୟଙ୍କ ସ୍ୱାଭିମାନ ଓ ଗୌରବର ପ୍ରତୀକ “ତ୍ରିରଙ୍ଗା” : ମନମୋହନ ସାମଲ
ଖୋର୍ଦ୍ଧାଠାରେ ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହେଲେ ରାଜ୍ୟ ସଭାପତି
ନିଜ ନିଜ ଘରେ ପ୍ରତ୍ୟେକ ଭାରତୀୟ “ତ୍ରିରଙ୍ଗା ପତାକା” ଉଡାଇବାକୁ ରାଜ୍ୟ ସଭାପତି କଲେ ଅନୁରୋଧ
ତ୍ରିରଙ୍ଗା ମାଧ୍ୟମରେ ରାଷ୍ଟ୍ରବାଦ, ଜାତୀୟତାବାଦ, ଦେଶପ୍ରେମ ଜାଗ୍ରତ କରିବା ହେଉଛି ମୂଳ ଉଦ୍ଦେଶ୍ୟ…