କୋଷାଗୁମୁଡାଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
ନବରଙ୍ଗପୁର, ତା. ୨୦.୦୭.୨୦୨୬: ଆଜି କୋଷାଗୁମୁଡା ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଡ଼. ମହେଶ୍ୱର ସ୍ୱାଇଁ ଏବଂ ଆରକ୍ଷୀ ଅଧୀକ୍ଷକ କାଶ୍ୟପ ପାର୍ଥ ଜଗଦୀଶଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ!-->…