ଜଗତସିଂହପୁର ଠାରେ ଜିଲ୍ଲାସ୍ତରୀୟ ମାଣ୍ଡିଆ ଦିବସ ଉପଲକ୍ଷେ ଶ୍ରୀ ଅନ୍ନ ଓ ଖାଦ୍ୟ ମେଳା
ଜଗତସିଂହପୁର, ତା ୧୦.୧୧.୨୦୨୪/ସୁମନ୍ତ କୁମାର ଦାସ: ସ୍ଥାନୀୟ ଆଦିକବି ସାରଳା ଦାସ ସଂସ୍କୃତି ଭବନ ଠାରେ ଜିଲ୍ଲା ସ୍ତରୀୟ ମାଣ୍ଡିଆ ଦିବସ ଉପଲକ୍ଷେ ଶ୍ରୀ ଅନ୍ନ ଓ ଖାଦ୍ୟ ମେଳା ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ମାନ୍ୟବର ସାଂସଦ, ଶ୍ରୀ ବିଭୁ ପ୍ରସାଦ ତରାଇ…