ନୟାଗଡରେ ଅରୁଣଙ୍କ ହାଇ ଭୋଲ୍ଟେଜ ଜନସମ୍ପର୍କ ପଦଯାତ୍ରା
https://youtu.be/aznxbbp4SX0
ନୟାଗଡ଼ (ବିଶ୍ୱଜିତ ନାୟକ):- ନୟାଗଡ଼ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ନୟାଗଡ଼ ବ୍ଲକ ଓ ପୈାର ପରିଷଦ ବିଜେଡି ଜନସମ୍ପର୍କ ପଦଯାତ୍ରା ଆଜି ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ଟାଉନଥାନାଠାରୁ ପଦଯାତ୍ରା ଆରମ୍ଭ ହୋଇ ଶାଳଭଞ୍ଜ ତୋଟାଠାରେ ଏକ ବିଶାଳ ସମାବେଶ ଅନୁଷ୍ଠିତ…