ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ”ଜ୍ଞାନ ବିଜ୍ଞାନ ମେଳା”

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ''ଜ୍ଞାନ ବିଜ୍ଞାନ ମେଳା'' ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ପରିଚାଳନା କମିଟିର ସଭାପତି ଶ୍ରୀଯୁକ୍ତ ସୁବାଷ ଚନ୍ଦ୍ର ଜମାଦାରଙ୍କ…

ଜରି ଏବଂ ବୋତଲ ଗୋଟାଇ ପେଟ ପୋଷୁ ଥିବା ଶିଶୁଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ଥିଲା ଯେ ପାରଳାଖେମୁଣ୍ଡି ସହରକୁ କିପରି ଶିଶୁ ଶ୍ରମିକ ଏବଂ ଶିଶୁ ଭିକ୍ଷୁକ ମୁକ୍ତ କରାଯିବ , ସେଥିପ୍ରତି ଯଥେଷ୍ଟ ଧ୍ୟାନ ଦେବେ। ତାକୁ ଆଖି ଆଗରେ ରଖି ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀଙ୍କ ନେତୃତ୍ୱରେ ଏକ ଦଳ ଗତ…

ଜି.ସନୁକ ରାଓଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ଉଚ୍ଚ ଶିକ୍ଷା ନିମନ୍ତେ ଆର୍ଥିକ ସହାୟତା ପ୍ରଦାନ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ ମୁତାବକ ଆଜି (ଶନିବାର) ଗଜପତି ଜିଲ୍ଲା ପ୍ରଶାସନ ତରଫରୁ ଜି.ସନୁକ ରାଓଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଉଚ୍ଚ ଶିକ୍ଷା ନିମନ୍ତେ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି।…

ପୂର୍ତ୍ତ ବିଭାଗ ମୁଖ୍ୟଯନ୍ତ୍ରୀ ପ୍ରଦୀପ କୁମାର ରଥଙ୍କୁ ନିଲମ୍ବନ କଲେ ରାଜ୍ୟ ସରକାର

ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ ଭୁବନେଶ୍ୱର: କଟକ (ରାସ୍ତା ଓ ଗୃହନିର୍ମାଣ) ସର୍କଲର ମୁଖ୍ୟଯନ୍ତ୍ରୀ ପ୍ରଦୀପ କୁମାର ରଥଙ୍କୁ ଦୁର୍ନୀତି ଓ ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ କରାଯାଇଅଛି । ୧୦ କୋଟି ଟଙ୍କାରୁ ଊଦ୍ଧ୍ୱର୍ର ଆୟବହିର୍ଭୁତ ସମ୍ପତ୍ତି ଠୁଳ…

ଓଡିଶାକୁ ୧୫ ହଜାରରୁ ଊର୍ଦ୍ଧ୍ୱ କୋଟି ଟଙ୍କାର ରେଳ ପ୍ରକଳ୍ପ

ବିଜେପି ଶାସନରେ ପୂର୍ବୋଦୟ ଭାରତର ନେତୃତ୍ୱ ନେବ ଓଡ଼ିଶା: ମନମୋହନ ସାମଲ  ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଜଣାଇଲେ ଧନ୍ୟବାଦ  ଓଡ଼ିଶାରେ ଭିତିଭୂମି, ଗମନାଗମନ, ଯୋଗାଯୋଗ ସୁଦୃଢ଼ ହେବ  ମୟୁରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନାଗିରି, ରାୟଗଡ଼ା, ନବରଙ୍ଗପୁର ଓ…

ଆଳୁ ସମସ୍ୟା ସମାଧାନ ପାଇଁ ସରକାରଙ୍କ ଆନ୍ତରିକତା ଅଭାବ ସମସ୍ୟାକୁ ଗମ୍ଭୀର କରୁଛି: ବିଜେଡି

 ଅସାଧୁ ବ୍ୟବସାୟୀଙ୍କ ସହ ବିଜେପିର ନିବିଡ ସଂପର୍କ କାର୍ଯ୍ୟାନୁଷ୍ଠାନରେ ବାଧକ ସାଜୁଛି  ସରକାରଙ୍କ ବିବୃତ୍ତି ଓ କାର୍ଯ୍ୟକ୍ରମ ମଧ୍ୟରେ ତାଳମେଳ ରହୁନି ଭୁବନେଶ୍ୱର, ୧୦/୦୮/୨୦୨୪: ବିଜୁ ଜନତା ଦଳ ମୁଖ୍ୟାଳୟ ଶଙ୍ଖଭବନ ଠାରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ପୂର୍ବତନ…

“ହର ଘର ତିରଙ୍ଗା” ଅଭିଯାନ ବ୍ୟାପକ କରିବାକୁ ଉନ୍ନୟନ କମିଶନରଙ୍କ ଅଧ୍ଯକ୍ଷତାରେ ବୈଠକ

ବିଭିନ୍ନ ପ୍ରସ୍ତୁତି ନେଇ ଜିଲ୍ଲାପାଳମାନଙ୍କ ସହିତ ଆଲୋଚନା ଏକତା ଏବଂ ଦେଶଭକ୍ତିର ଗଭୀର ଭାବନାକୁ ପ୍ରେରିତ କରିବା ଏହି ଅଭିଯାନର ମୁଖ୍ୟ ଉଦ୍ଦେଶ୍ୟ । ଭୁବନେଶ୍ବର: “ହର ଘର ତିରଙ୍ଗା” (ପ୍ରତ୍ୟେକ ଘରେ ତ୍ରିରଙ୍ଗା) ଅଭିଯାନକୁ ବ୍ୟାପକ କରିବାକୁ ଆଜି ପୂର୍ବାହ୍ନରେ ଏକ ବୈଠକ…

15,000 କୋଟି ଟଙ୍କାର ଉପହାର ଓଡ଼ିଶାର ଭିତ୍ତିଭୂମିକୁ ସୁଦୃଢ କରିବ- ଧର୍ମେନ୍ଦ୍ର ପ୍ରଧାନ

କେନ୍ଦ୍ର କ୍ୟାବିନେଟରେ ନୂଆ ରେଳ ଲାଇନ ମଞ୍ଜୁରୀରେ ଓଡ଼ିଶାକୁ ପ୍ରାଧାନ୍ୟ • ପ୍ରଧାନମନ୍ତ୍ରୀ, କେନ୍ଦ୍ର ଅର୍ଥ ମନ୍ତ୍ରୀ ଏବଂ ରେଳ ମନ୍ତ୍ରୀଙ୍କୁ ଧନ୍ୟବାଦ • ପ୍ରଧାନମନ୍ତ୍ରୀ ଆବାସ ଗ୍ରାମୀଣ ଏବଂ ସହରୀ ଯୋଜନା 5 ବର୍ଷ ସମ୍ପ୍ରସାରଣ ଦ୍ୱାରା ଓଡ଼ିଶା ବିଶେଷ ଲାଭ ପାଇବ • ମୟୂରଭଞ୍ଜ,…

ଜି ଆଇ ଇ ଟି ବିଶ୍ଵବିଦ୍ୟାଳୟରେ ଦୁଇ ଦିନିଆ ଆଲୋଚନା ଚକ୍ର ଅନୁଷ୍ଠିତ

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି- ସ୍ଥାନୀୟ ଜି ଆଇ ଇ ଟି ବିଶ୍ଵ ବିଦ୍ୟାଳୟରେ କ୍ୱାଣ୍ଟମ ମଧ୍ୟମରେ ଭବିଷ୍ୟତ କମ୍ପୁଟିଂ ଏବଂ ଯୋଗାଯୋଗ ଅନୁସନ୍ଧାନ ସମ୍ପର୍କିତ ଦୁଇ ଦିନିଆ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଅଛି।ଏ ଆଇ ସି ଟି ଇ ପ୍ରୋଯୋଜିତ ଏ ଆଇ ସି ଟି ଇ- ଭାନି ଯୋଜନା ଅଧୀନ ରେ ଆୟୋଜିତ…

ଆଦିବାସୀ ଦିବସ ପାଳିତ, ବିର୍ଷାମୁଣ୍ଡା ଙ୍କ ପ୍ରତିମୂର୍ତ୍ତି ସ୍ଥାପନ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସୁନାଖଣ୍ଡି ପଞ୍ଚାୟତରେ ଆଦିବାସୀ ଦିବସ ପାଳନ କରିବା ସହ ବିର୍ଷାମୁଣ୍ଡାଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି ।ବ୍ଲକରେ ଥିବା ସମସ୍ତ ଆଦିବାସୀ ଭାଇ ଭଉଣୀ ମାନେ ପୂଜାରିଗୁଡା ପଞ୍ଚାୟତର ରେଖାଲଗୁଡା ଛକରେ ଥିବା ଦିବ୍ୟଦର୍ଶନ ମନ୍ଦିର…