ଭିଏତନାମ ବିଶ୍ୱବିଦ୍ୟାଳୟର ପ୍ରତିନିଧି ଦଳଙ୍କ ସୋଆ ବିଶ୍ୱବିଦ୍ୟାଳୟ ପରିଦର୍ଶନ

ଭୁବନେଶ୍ୱର, ୩୧/୭ : ଭିଏତନାମର ହୋ ଚି ମିନ ସିଟିରେ ଅବସ୍ଥିତ ସାଇଗନ୍ ଇଂଟରନ୍ୟାସ୍ନାଲ ୟୁନିଭର୍ସିଟିର ଏକ ୮- ଜଣିଆ ପ୍ରତିନିଧି ଦଳ ବୁଧବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟକୁ ଏକ ୩ ଦିନିଆ ପରିଦର୍ଶନରେ ଆସି ପହଂଚିଛନ୍ତି ।ଏହା ପ୍ରତିନିଧି ଦଳ ଶିକ୍ଷା ସମ୍ବନ୍ଧୀୟ ଆଲୋଚନା…

ବଜେଟ୍ 2024-25 ବାବଦକୁ ବ୍ୟୟ ମଞ୍ଜୁରୀ ବିଧେୟକ ଉପସ୍ଥାପନ ଅବସରରେ ଆଲୋଚନା ଉପରେ ମୁଖ୍ୟ ମନ୍ତ୍ରୀଙ୍କ ଉତ୍ତର

 "ମୁଁ ଏହି ପବିତ୍ର ଗୃହରେ ଚଳିତ ମାସ 25 ତାରିଖରେ ବର୍ଷ 2024-25ର ବଜେଟ୍ ଉପସ୍ଥାପନ କରିଥିଲି । 29 ଓ 30 ତାରିଖରେ ଏହି ବଜେଟ୍ ଉପରେ ସାଧାରଣ ଆଲୋଚନା ସରିଛି । ବଜେଟ ପ୍ରକ୍ରିୟା ସମ୍ପୂର୍ଣ ହୋଇ ବର୍ଷ 2024-25 ର ପୂର୍ଣାଙ୍ଗ ବ୍ୟୟ ମଞ୍ଜୁରୀ ବିଧେୟକ ଏହି ଗୃହରେ ଅନୁମୋଦନ ପାଇଁ…

ଯୁବ କଳାକାର ତଥା ଜଣାଶୁଣା ପୁରୋହିତଙ୍କ ପରଲୋକ

ବେଲଗୁଣ୍ଠା -(ଶିବରାମ ଚୌଧୁରୀ )-ବେଲଗୁଣ୍ଠା ଅଞ୍ଚଳର ଯୁବ କଳାକାର ବରିଷ୍ଠ ହାସ୍ୟ ଅଭିନେତା ତଥା ପ୍ରତିଷ୍ଠିତ ପୁରୋହିତ ପଞ୍ଚାନନ ପତିଙ୍କ ଅକାଳ ବିୟୋଗ ଘଟିଛି ।ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୪୦ ବର୍ଷ ବୟସ ହୋଇଥିଲା ।ସେ ଏକାଧାରରେ ଜଣେ ପୁର୍ବତନ ଯାତ୍ରା ହାସ୍ୟ ଅଭିନେତା, ପ୍ରତିଷ୍ଠିତ…

କାମ ରେ ଆସୁନି ଏଟିଏମ୍ ମେସିନ ଗ୍ରାହକ ହନ୍ତସନ୍ତ

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି:  ବର୍ତ୍ତମାନ ର ଭାରତ କୁ ଡିଜିଟାଲ ଭାରତ ବୋଲି କୁହାଯାଉଛି । ଡିଜିଟାଲ ଭାରତ ପାଇଁ ସରକାର ଅନେକ ପଦକ୍ଷେପ ଗ୍ରହଣ କରୁଛନ୍ତି । କିନ୍ତୁ ଏହା ସଠିକ ଭାବରେ କାର୍ଯ୍ୟକାରୀ ହୋଇ ପାରୁନାହିଁ । ରାୟଗଡା ଜିଲ୍ଲା ଗୁଣୁପୁର ରେ ଏବେ ଦେଖା ଦେଇଛି ଭାରତୀୟ ଷ୍ଟେଟ…

ବିଦ୍ୟୁତ ଆଘାତରେ ଚାଷୀ ଆହତ

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-: ବିଲରେ ଚାଷ କରିବା ସମୟରେ ତାର ସଂସ୍ପର୍ଶରେ ଆସି ଜଣେ ଚାଷୀ ଆହତ ହୋଇଥିବା ଜଣାପଡିଛି। ସୂଚନା ପ୍ରକାରେ, ବେଲଗୁଣ୍ଠା ଥାନା ଅନ୍ତର୍ଗତ ମାଟିଆ ସାହି ଗ୍ରାମର ସୁବାଷ ନାଇକ ନିଜ ବିଲରେ କାମ କରିବା ସମୟରେ ବିଲ ଉପର ଦେଇ ଯାଇଥିବା ୧୧କେଭି ତାର ଉପରେ ଚଢେଇ ପଲ…

ପଞ୍ଚାୟତ ଉଚ୍ଚବିଦ୍ୟାଳୟରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ।

ପଦ୍ମପୁର :- ପଞ୍ଚାୟତ ଉଚ୍ଚବିଦ୍ୟାଳୟ ପୁରେନା ପରିସର ମଧ୍ୟରେ ସହକାରୀ ଶିକ୍ଷୟତ୍ରୀ ଶ୍ରୀମତୀ ନନ୍ଦିନୀ ମିଶ୍ର ଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ଏହି ସଭା ରେ ସଭାପତିତ୍ବ କରିଥିଲେ ପ୍ରଧାନଶିକ୍ଷକ ଶ୍ରୀ ରେଣୁଧର ସାହୁ । ପୂର୍ବତନ ଶିକ୍ଷକ ଶ୍ରୀ ଟିକେଲାଲ୍ ସାହୁ,…

ସହରାଞ୍ଚଳରେ ଜଳବନ୍ଦୀ ସମସ୍ୟାର ତୁରନ୍ତ ସମାଧାନ ପାଇଁ ପ୍ରମୁଖ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ଵର, ୩୧/୦୭ - ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢ଼ୀଙ୍କ ନେତୃତ୍ୱରେ ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲବି)ରେ ଜଳବନ୍ଦୀ ସମସ୍ୟାର ବ୍ୟାପକ ସମୀକ୍ଷା ଆରମ୍ଭ କରାଯାଇଛି। ବୈଠକରେ ଶ୍ରୀମତୀ ପାଢ଼ୀ ବିଶେଷ କରି ମୌସୁମୀ ଋତୁରେ ଜଳବନ୍ଦୀ…

ବିକ୍ରମପୁର ବିଦ୍ୟାଳୟରେ ଶିକ୍ଷା ସପ୍ତାହ ପାଳିତ

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ରାୟଗଡା ଜିଲ୍ଲା ଗୁଣୁପୁର ନିକଟସ୍ଥ ବିକ୍ରମପୁର ସରକାରୀ ଉଚ୍ଚ ବିଦ୍ୟାଳୟ ରେ ଶିକ୍ଷା ସପ୍ତାହ କାର୍ଯ୍ୟକ୍ରମ ଆଜି ଉଦଯାପିତ ହୋଇଛି । ସପ୍ତାହେ ବ୍ୟାପି ଚାଲିଥିବା ଏହି କାର୍ଯ୍ୟକ୍ରମ ରେ ଶିକ୍ଷଣ ସାମଗ୍ରୀ ଦିବସ, ଏଫ ଏଲ ଏନ ଦିବସ, କ୍ରୀଡା ଦିବସ,…

ସରକାରୀ କାର୍ଯ୍ୟରୁ ଅବସର ଗ୍ରହଣ ଅବସରରେ ରେଡ଼କ୍ରସ ପାଣ୍ଠିକୁ ଦାନ ।

 ନବରଙ୍ଗପୁର. ଅଶୋକ ସାହୁ, ଶାସକ ପ୍ରଶାସକ: ଗରିବ, ଅସହାୟ, ଦିବ୍ୟଅଙ୍ଗ ଅର୍ଥ ଅଭାବରୁ ରୋଗଶଯ୍ୟାରେ ପୀଡିତ,ଦୁର୍ଘଟଣା ଗ୍ରସ୍ତ ଲୋକମାନଙ୍କର ଜରୁରୀ କାଳୀନ ସେବା ପାଇଁ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ରେଡ଼କ୍ରସ ପାଣ୍ଠି ରୁ ଆବଶ୍ୟକ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଥାଏ । କହିବାକୁ ଗଲେ…

ଭଞ୍ଜନଗର ତହସିଲ ରେ ଅତିରିକ୍ତ ବନ୍ଦୋବସ୍ତ କମିସନର୍ ଙ୍କ ସମୀକ୍ଷା ଅନୁଷ୍ଠିତ

ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }:  ଭଞ୍ଜନଗର ତହସିଲ କାର୍ଯ୍ୟାଳୟ ପରିସରରେ ଆଜି ଅତିରିକ୍ତ ବନ୍ଦୋବସ୍ତ କବିସନର୍ ଶ୍ରୀ ବୀରସେନ ପ୍ରଧାନ ଜମିବାଡ଼ି ଓ ସମ୍ପତ୍ତିଗତ ମକଦ୍ଦମା ଗୁଡ଼ିକର ଶୁଣାଣୀ ଏବଂ ସ୍ଥିତାବସ୍ଥା ସମ୍ପର୍କିତ ସମୀକ୍ଷା କରିଛନ୍ତି। ଭଞ୍ଜନଗର ତହସିଲ ରେ ଆଗତ ପ୍ରାୟ ୧୭୩ ଟି…