ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର 41ତମ ସ୍ଵନକ୍ଷତ୍ର ଉତ୍ସବ ପାଳିତ
ଛାତ୍ରଛାତ୍ରୀ ନିଜ ସହିତ ନିଜେ ପ୍ରତିଯୋଗିତା କରିବା ଆବଶ୍ୟକ: ମୁଖ୍ୟ ବକ୍ତା
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ୍ କ୍ଷତ୍ରିୟବରପୁର ସ୍ଥିତ ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର 41ତମ ସ୍ଵନକ୍ଷତ୍ର ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି I ଅନୁଷ୍ଠାନର ଅଧ୍ୟକ୍ଷ…