ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଡିଗ୍ରୀ ମହାବିଦ୍ୟାଳୟ ରେ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ ପାଳିତ
ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ ) ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ପୂର୍ବତନ ଅଧ୍ୟକ୍ଷ ଶଶାଙ୍କ ଶେଖର ତ୍ରିପାଠୀ ଙ୍କୁ ଆଜି ଭୈରବ ଡିଗ୍ରୀ ମହାବିଦ୍ୟାଳୟ ତରଫରୁ ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଡିଗ୍ରୀ ମହାବିଦ୍ୟାଳୟ ର…