ପ୍ରକାଶ ପାଇଲା ଯୁକ୍ତ ଦୁଇ ନାମଲେଖା ପାଇଁ ପ୍ରଥମ ମେଧା ତାଲିକା
କଳା, ବିଜ୍ଞାନ ଓ ବାଣିଜ୍ୟରେ ସର୍ବାଧିକ କଟ୍-ଅଫ୍ ମାର୍କ ରଖି ଆଗରେ ରେଭେନ୍ସା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ
ଭୁବନେଶ୍ୱର:ଚଳିତ ବର୍ଷ ୨୦୨୪-୨୫ ଶିକ୍ଷାବର୍ଷ ନିମନ୍ତେ ଉଚ୍ଚ ମାଧ୍ୟମିକ (ଯୁକ୍ତ ଦୁଇ) ଶିକ୍ଷା ଅନ୍ତର୍ଭୁକ୍ତ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଉପଶାସ୍ତ୍ରୀରେ ନାମଲେଖା…