ସଂକଳ୍ପପତ୍ରର ପ୍ରତ୍ୟେକ ପ୍ରତିଶ୍ରୁତି ପୂରଣ କରିବ ବିଜେପି ସରକାର : ମନମୋହନ ସାମଲ
ଯୁବକ, ମହିଳା, ଗରିବ ଏବଂ କୃଷକମାନଙ୍କୁ ଗୁରୁତ୍ୱ ଦେଇ କାମ କରିବାକୁ ପରାମର୍ଶ
ଯିଏ ଓଡ଼ିଶାରେ ଦୁର୍ନୀତି କରିବ ତା ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ
ପୁରୀ/ଭୁବନେଶ୍ୱର,ତା.୧୯/୦୭: ଓଡିଶାରେ ବିଜେପି ଏକାକୀ ସରକାର ଗଠନ କରିବା ପରେ ପୁରୀରେ କାର୍ଯ୍ୟକାରିଣୀ ବୈଠକ…