ସୋଆରେ ଜଳବାୟୁ ପରିବର୍ତନ ସମ୍ପର୍କିତ ତିନି ଦିନିଆ ଆନ୍ତର୍ଜାତୀକ ସମ୍ମିଳନୀ ଉଦ୍‌ଘାଟିତ

ଭୁବନେଶ୍ୱର, ୧୮/୦୭: କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ‘ସଷ୍ଟେନେବୁଲ ଏଗ୍ରିକଲ୍‌ଚରାଲ ଡେଭଲେପ୍‌ମେଂଟ ୱିଥ୍…

ସରକାରୀ କର୍ମଚାରୀଙ୍କ ପାଇଁ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ

ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀଙ୍କ ପାଇଁ ପାରଳାଖେମୁଣ୍ଡି ସ୍ଥିତ ବିଜୁ କଲ୍ୟାଣ ମଣ୍ଡପ ଠାରେ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ରାଜେନ୍ଦ୍ର ମିଞ୍ଜ ଶୁଭ ଉଦଘାଟିତ କରିଥିବା ବେଳେ…

ଗଣିତ ଉତ୍କର୍ଷ ପ୍ରଶିକ୍ଷଣ ଅନୁଷ୍ଠିତ।

ପଦ୍ମପୁର :- ସ୍ଥାନୀୟ ରାଜବୋଡ଼ାସମ୍ବର ଉଚ୍ଚବିଦ୍ୟାଳୟ ପରିସର ମଧ୍ୟରେ ମାଧ୍ୟମିକ ସ୍କୁଲ ଛାତ୍ରଛାତ୍ରୀଙ୍କର ଗଣିତ ବିଷୟରେ ଦକ୍ଷତା ବୃଦ୍ଧି ନିମନ୍ତେ ବରଗଡ ଶିକ୍ଷା ଜିଲ୍ଲା ପ୍ରାୟୋଜିତ ଏକ ଦିବସୀୟ ଗଣିତ ଉତ୍କର୍ଷ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଉଦଘାଟନୀ ଉତ୍ସବରେ ସଭାପତିତ୍ବ…

ଦାରିଙ୍ଗିବାଡ଼ି ବ୍ଲକ ପକ୍ଷରୁ ୱାର୍ଡ ସଦସ୍ୟ ଓ ସଦସ୍ୟାମାନଙ୍କ ଏକ ଦିବସୀୟ ପୁନଃ ନବୀକରଣ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଘୁ.ଉଦୟଗିରି(ଅବନୀ କୁମାର ପ୍ରଧାନ): କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡ଼ି ବ୍ଲକ ପକ୍ଷରୁ ୱାର୍ଡ ସଦସ୍ୟ ଓ ସଦସ୍ୟାମାନଙ୍କ ଏକ ଦିବସୀୟ ପୁନଃ ନବୀକରଣ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ସ୍ଥାନୀୟ ପଞ୍ଚାୟତ ସମିତି ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଅଛି, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଗଦାଧର ପାତ୍ରଙ୍କ…

ଜଗତସିଂହପୁର ଜିଲ୍ଲାପାଳ ଅନୁପମ ସାହା ମୁଖ୍ୟମନ୍ତ୍ରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ଶ୍ରୀ ସାହା ମୁଖ୍ୟ ମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି ଜଗତସିଂହପୁର,ତା-୧୮.୭.୨୦୨୪/ସୁମନ୍ତ କୁମାର ଦାସ : ଜଗତସିଂହପୁର ଜିଲ୍ଲାପାଳ ଶ୍ରୀ ଅନୁପମ ସାହା ମୁଖ୍ୟ ମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। 2012 ବ୍ୟାଚ ର ଆଇ ଏ ଏସ ଅଧିକାରୀ ଶ୍ରୀ ସାହା…

ନର୍ଲା ରୁ ରାଜଧାନୀ କୁ ଗଲା ବିଭିନ୍ନ ଉନ୍ନୟନ ସମସ୍ୟା ଓ ଦୁର୍ନୀତି କୁ ନେଇ ଅଭିଯୋଗ

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ନର୍ଲା ନିର୍ଵାଚନ ମଣ୍ଡଳୀ ଅଧୀନସ୍ଥ ନର୍ଲା ମ. ରାମପୁର, କର୍ଲାମୁଣ୍ଡା, ଓ କେସିଙ୍ଗା ଆଦି ବ୍ଲକ ରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ଅନେକ ବିଭାଗ ରେ ଅଧାପନ୍ତରିଆ ହୋଇ ପଡିରହିବା ଏବଂ ବହୁ ଦୁର୍ନୀତି ହୋଇଥିବା ଅଭିଯୋଗ କଳାହାଣ୍ଡି ରୁ ଯାଇ ରାଜ୍ୟ ସରକାର…

ପଶ୍ଚିମ ଓଡିଶାକୁ କ୍ରୀଡ଼ା ବିଭାଗର ଉପେକ୍ଷା: ମହିଳା ଫୁଟ୍‍ବଲ ହଷ୍ଟେଲରେ ପୁରୁଷ କୋଚ

ରାଉରକେଲା,(ବସନ୍ତ କୁମାର ଜେନା): ପଶ୍ଚିମ ଓଡିଶାକୁ କ୍ରୀଡ଼ା କ୍ଷେତ୍ରର ଏନ୍ତୁଡ଼ିଶାଳ ଭାବେ ବିବେଚନା କରାଯାଏ । କିନ୍ତୁ ଏବେ ଏହି ପଶ୍ଚିମ ଓଡିଶାକୁ କ୍ରୀଡ଼ା କ୍ଷେତ୍ରରେ ଅବହେଳା କରାଯାଉଛି । କାରଣ ସୁନ୍ଦରଗଡ଼ରେ ଥିବା ମହିଳା ଫୁଟ୍‍ବଲ ହଷ୍ଟେଲରେ ପୁରୁଷ ଫୁଟ୍‍ବଲ କୋଚଙ୍କୁ ନିଯୁକ୍ତ କରାଯାଇଛି…

ବ୍ଲକ ସ୍ତରୀୟ ସମୀକ୍ଷା ବୈଠକ: ମତ୍ସ୍ୟ ଓ ଓଡିଶା ଜୀବିକା ମିଶନ ବିଭାଗ ଉପରେ ବର୍ଷିଲେ ସାଂସଦ, ଦାଦନ ଚାଲାଣ ରୋକିବା…

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ଡାବୁଗାଁ ତା ୧୮/୦୭/୨୪ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷ ଠାରେ ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀ ଆଜି ବ୍ଲକ ସ୍ତରୀୟ ସମୀକ୍ଷା ବୈଠକ ରେ ଯୋଗ ଦେଇଛନ୍ତି। ବିଡିଓ ଶରତ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସାଂସଦ ଙ୍କ ସମୀକ୍ଷା ବୈଠକ…

ଅହମ୍ମଦ ବକ୍ସ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବ ଉଦ୍‌ଯାପିତ : ଡବଲ ଇଂଜିନ ସରକାରରେ ଶିକ୍ଷା ବ୍ୟବସ୍ଥାରେ…

(ନିଶ୍ଚିନ୍ତକୋଇଲି - ଶାସକ ପ୍ରଶାସକ): ମାହାଙ୍ଗା ନିର୍ବାଚନ ମଣ୍ଡଳୀ ନିଶ୍ଚିନ୍ତକୋଇଲି ଅହମ୍ମଦ ବକ୍ସ ସରକାରୀ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବ ଦୁଇଦିନ ହେବ ଚାଲି ଗୁରୁବାର ଉଦ‌ଯାପିତ ହୋଇଛି । ବିଦ୍ୟାଳୟର ଖେଳପଡ଼ିଆ ମିନି ଷ୍ଟାଡ଼ିୟମ୍ ରେ ଆୟୋଜିତ ଉତ୍ସବରେ ରାଜ୍ୟ ମୁଖ୍ୟମନ୍ତ୍ରୀ…

ଓଡ଼ଗାଁ ବ୍ଳକରେ ବାଚସ୍ପତି ଓ ସାଂସଦଙ୍କୁ ସ୍ବାଗତ ସମ୍ବର୍ଦ୍ଧନା,ଓଡ଼ଗାଁ ପଞ୍ଚାୟତ ସମିତିର ଷଷ୍ଠ ବୈଠକ

  ଓଡ଼ଗାଁ,୧୮।୭(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ପଞ୍ଚାୟତ ସମିତିର ଷଷ୍ଠ ବୈଠକ ଗୁରୁବାର ଅପରାହ୍ନରେ ବ୍ଳକ ସଭା ଗ୍ରୃହରେ ଅନୁଷ୍ଠିତ ହୋଇଯାଇଛି। ରଣପୁର ବିଧାୟିକା ତଥା ଓଡ଼ିଶା ବିଧାନସଭା ବାଚସ୍ପତି ସୁରମା ପାଢୀ ଓ ପୁରୀ ସାଂସଦ ଡା. ସମ୍ବିତ ପାତ୍ର କାର୍ଯ୍ୟକ୍ରମରେ…