କେନ୍ଦ୍ରାଞ୍ଚଳ ଉପନିର୍ଦ୍ଦେଶକ ଙ୍କ ଜଗତସିଂହପୁର ଜିଲ୍ଲା ଗସ୍ତ
ଜଗତସିଂହପୁର,ତା-୧୮.୧୦.୨୦୨୪/ସୁମନ୍ତ କୁମାର ଦାସ: କେନ୍ଦ୍ରାଞ୍ଚଳ ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକ ତଥା ବରିଷ୍ଠ ସୂଚନା ସେବା ଅଧିକାରୀ ଶ୍ରୀଯୁକ୍ତ ହେମନ୍ତ କୁମାର ନାୟକ ଆଜି ଦିନିକିଆ ଜଗତସିଂହପୁର ଜିଲ୍ଲା ଗସ୍ତରେ ଆସି ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପରିଦର୍ଶନ କରିବା…