ନିଖିଳ ଉତ୍କଳ ଖଣ୍ଡାୟତ କ୍ଷତ୍ରିୟ ମହାସଭାର ନୂତନ କମିଟି ଗଠନ.
ରାଉରକେଲା(ବସନ୍ତ କୁମାର ଜେନା): ନିଖିଳ ଉତ୍କଳ ଖଣ୍ଡାୟତ କ୍ଷତ୍ରିୟ ମହାସଭା ଇସ୍ପାତ ନଗର କମିଟିର ଆସନ୍ତା ୩ବର୍ଷ ପାଇଁ ନୂତନ କମିଟି ସଭାପତିଙ୍କ ଅନୁମୋଦନ କ୍ରମେ ଗଠନ କରାଯାଇଛି। ସେକ୍ଟର ୩ସ୍ଥିତ ଖଡ୍ଗ ଭବନ ଠାରେ ବରିଷ୍ଠ ଉପସଭାପତି ଉପେନ୍ଦ୍ର କୁମାର ନାୟକଙ୍କ ସଭାପତିତ୍ବ ରେ ଆୟୋଜିତ…