ଜିଲ୍ଲାସ୍ତରୀୟ ଶିଶୁଙ୍କ ଓଜନ ଏବଂ ଉଚ୍ଚତା ନିରୀକ୍ଷଣ ତାଲିମ କାର୍ଯ୍ୟକ୍ରମ
ବରଗଡ଼:- ସ୍ଥାନୀୟ ବୟନ ଶିଳ୍ପ ସମ୍ମିଳନୀ କକ୍ଷ ଠାରେ ମହିଳା ଓ ଶିଶୁ ବିକାଶ ବିଭାଗ, ଓଡ଼ିଶା ସରକାରଙ୍କ ଆନୁକୁଲ୍ୟରେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀଙ୍କ ଦ୍ଵାରା ଜିଲ୍ଲାସ୍ତରୀୟ ଶିଶୁ ଓଜନ ଓ ଉଚ୍ଚତା ନିରୀକ୍ଷଣ ତାଲିମ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ…