ସରକାରୀ ଜମିରୁ ବେଆଇନ ଦଖଲ ହଟାଇବାକୁ ଜିଲ୍ଲାପାଳ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ହଟିବ ଜବରଦଖଲ
ଭୁବନେଶ୍ୱର: ସାରା ରାଜ୍ୟରେ ସରକାରୀ ଜମିରୁ ବେଆଇନ ଦଖଲ ହଟାଇବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହି ବେଆଇନ ଜବର ଦଖଲ ହଟାଇବାକୁ ନିର୍ଦ୍ଦେଶ…