ବିପର୍ଯ୍ୟୟ ପରିଚାଳନାର ଟେବୁଲ ଟପ୍ ଏକ୍ସରସାଇଜ ବୈଠକ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ନିମନ୍ତେ ଆଜି ( ଶୁକ୍ରବାର) ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଟେବୁଲ ଟପ୍ ଏକ୍ସରସାଇଜ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ…