ରଥଯାତ୍ରା ନେଇ ବିଦ୍ୟୁତ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି
ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ
ନିରବଚ୍ଛିନ୍ନ ବିଦୁ୍ୟତ ଯୋଗାଣ ସୁନିଶ୍ଚିତ କରିବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର: ଆଗାମୀ ରଥଯାତ୍ରା ପରିପ୍ରେକ୍ଷୀରେ ପୁରୀ ସହରରେ ୨୪ ଘଣ୍ଟିଆ ନିରବଚ୍ଛିନ୍ନ ବିଦୁ୍ୟତ ଯୋଗାଣ ନିମନ୍ତେ ଏକ ପ୍ରସ୍ତୁତି ବୈଠକ…