ସେପ୍ଟେମ୍ବର ୨୯ ରୁ କଳିଙ୍ଗ କପ୍, ଅଂଶଗ୍ରହଣ କରିବେ ୩୨ଟି ଦଳ

ଭୁବନେଶ୍ବର : ଦୁଇ ବର୍ଷର ସଫଳତା ପରେ ତୃତୀୟ ଥର ପାଇଁ ଗୋପବନ୍ଧୁ କ୍ଲବ ତରଫରୁ ଭୁବନେଶ୍ୱରର ଗୋପବନ୍ଧୁ ପଡିଆରେ ଅନୁଷ୍ଠିତ ହେବାକୁ ଯାଉଛି କଳିଙ୍ଗ ପ୍ରିମିୟର ଲିଗ- ୨୦୨୪ । ଏ ନେଇ କ୍ଲବ ପକ୍ଷରୁ ସାମ୍ବାଦିକ ସମିଳନୀରେ ସୂଚନା ଦିଆଯାଇଛି । ଚଳିତ ବର୍ଷ ଏହି ଟୁର୍ନାମେଣ୍ଟ ଟିକେ ବଡ଼ ଧରଣର…

କାର ଧକ୍କାରେ ବାପା ପୁଅଙ୍କ ମୃତ୍ୟୁ, ଝିଅ ଗୁରୁତର

ନୂଆପଡ଼ା ଜିଲ୍ଲା ରୁ କଲିମ ମହମ୍ମଦ (ଶାସକ ପ୍ରଶାସକ): ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ସଦର କାପସି ରୁ ବରଗାଁ ଯିବା ରାସ୍ତା ଅନ୍ଧାରି ବରି ପାଖରେ ଏକ ସଡକ ଦୁର୍ଘଟଣା ଘଟିଛି।ଏହି ଦୁର୍ଘଟଣାରେ ବାପା ପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ଝିଅ ଗୁରୁତର ଥିବା ଜଣାପଡିଛି। ମୃତ ବ୍ଯକ୍ତି ଚଚରାଭଟା…

“ସ୍ୱାସ୍ଥ୍ୟ ହିଁ ସମ୍ପଦ’ ଏଥି ପ୍ରତି ସମସ୍ତେ ଯତ୍ନବାନ ହେବା ଉଚିତ – ସ୍ୱାସ୍ଥ୍ୟମନ୍ତ୍ରୀ

ରାଜ୍ୟସ୍ତରୀୟ ସମନ୍ୱିତ ସର୍ବେକ୍ଷଣ ଅଭିଯାନ-୨୦୨୪ ଆରମ୍ଭ ଭୁବନେଶ୍ୱର,: ରାଜ୍ୟରେ ଆରମ୍ଭ ହୋଇଛି ସମନ୍ୱିତ ସର୍ବେକ୍ଷଣ ଅଭିଯାନା ଏହି କାର୍ଯ୍ୟକ୍ରମକୁ ଗଞ୍ଜାମର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡ଼ିକାଲ କଲେଜରୁ ଶୁଭାରମ୍ଭ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗା ବ୍ରହ୍ମପୁରସ୍ଥିତ…

ବିଭିନ୍ନ ବିଭାଗର ସଚିବମାନଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ପ୍ରାରମ୍ଭିକ ବୈଠକ

https://youtu.be/arNc-xfvKOg ଭୁବନେଶ୍ୱର : ନୂତନ ଭାବେ ଯୋଗଦେଇଥିବା ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଆଜି ବିଭିନ୍ନ ବିଭାଗର ସଚିବମାନଙ୍କ ସହିତ ଲୋକସେବା ଭବନରେ ପ୍ରାରମ୍ଭିକ ବୈଠକରେ ଯୋଗଦାନ କରିଥିଲେ । ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ…

ପ୍ରଧାନ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ , ଜାଜପୁର , ଗୋଷାଣୀ ବ୍ଲକ ଠାରେ ପୂର୍ବତନ ବିଜ୍ଞାନ ନୀରିକ୍ଷକ ତଥା ସରକାରୀ ଉଚ୍ଚ ବିଦ୍ୟାଳୟ ଜାଜପୁର ର ପ୍ରଧାନ ଶିକ୍ଷକ ସାତ୍ମିକ କୁମାର ପଟ୍ଟନାୟକଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ପାଳିତ…

ଦଳବିରୋଧୀ କାର୍ଯ୍ୟ କାରଣରୁ କର୍ପୋରେଟର ବହିଷ୍କୃତ

ଭୁବନେଶ୍ୱର: ଦଳବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ ଉତର-ଭୁବନେଶ୍ୱର ବିଧାନସଭା ନିର୍ବାଚନମଣ୍ଡଳୀର ତଥା ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନଂ-୪ କର୍ପୋରେଟର ଶ୍ରୀ ସୁକୁମାର ସାହୁଙ୍କୁ ଦଳରୁ ବହିଷ୍କାର କରାଗଲା ବୋଲି…

ପାଇକମାଳ ବ୍ଳକ୍ ବିଜେଡ଼ି ତରଫରୁ ସମ୍ଵର୍ଦ୍ଧନା ସଭା ଅନୁଷ୍ଠିତ।

ପଦ୍ମପୁର :- ପଦ୍ମପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କେର୍ମେଲାବାହାଲ ଠାରେ ପାଇକମାଲ ବ୍ଲକ ବିଜେଡି ତରଫରୁ ଏକ ସମ୍ଵର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି l ବ୍ଳକ୍ ସଭାପତି ରାଜେନ୍ଦ୍ର ରାଉତ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରେ ଆୟୋଜିତ ଏହି ସମ୍ବର୍ଦ୍ଧନା ସଭାରେ ପାଇକମାଲ ବ୍ଳକ୍ ଅଧ୍ୟକ୍ଷା…

ତ୍ରିଦିବସୀୟ ଜିଜ୍ଞାସା ପ୍ରଶିକ୍ଷଣ ଉଦଯାପିତ

ପଦ୍ମପୁର /ଶିବାଶିଷ ପଟ୍ଟନାୟକ :- ଜମଲା ସ୍ଥିତ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ତିନିଦିନ ଧରି ଚାଲିଥିବା ଆକାଂକ୍ଷୀ ପାଠ୍ୟକ୍ରମ ଅନ୍ତର୍ଭୁକ୍ତ ଜିଜ୍ଞାସା ପ୍ରଶିକ୍ଷଣ ଉଦଯାପିତ ହୋଇଯାଇଛି। ଉଦଯାପନୀ ସଭା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ଜିତେନ୍ଦ୍ର କୁମାର ପଣ୍ଡାଙ୍କ…

ଜେନିଥ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁସନ୍ ର ୨୦ ତମ ପ୍ରତିଷ୍ଠା ଦିବସରେ ରକ୍ତଦାନ ଶିବିର: ୩୫ ୟୁନିଟ୍ ସଂଗୃହୀତ

ପଦ୍ମପୁର :- ସ୍ଥାନୀୟ ଜେନିଥ ସ୍କୁଲ ଠାରେ "ଜେନିଥ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁସନ୍ ଓ ସମ୍ବାଦ ଆମ ଓଡିଶା" ର ମିଳିତ ଆନୁକୁଲ୍ୟରେ ଅନୁଷ୍ଠାନ ର ୨୦ତମ ପ୍ରତିଷ୍ଠା ଦିବସ ପାଳନ ଅବସରରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି l ମୁଖ୍ୟ ଅତିଥି ଭାବେ ଡଃ ଯଦୁମଣି ସାହୁ, ସମ୍ମାନିତ ଅତିଥି ଭାବେ…

ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ l

ପଦ୍ମପୁର :- ଚଳିତ ବର୍ଷ ୨୦୨୪ ରଥଯାତ୍ରା ପାଇଁ ଶାନ୍ତିନଗର ସ୍ଥିତ ମାଉସି ମାଁ ମନ୍ଦିର ଠାରେ କମିଟି ର ସଭାପତି ଡା. ଦେବାଶିଷ ରଥ ଙ୍କ ସଭାପତିତ୍ୱରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l ଆସନ୍ତା ୦୭ ଜୁଲାଇ ରବିବାର ଦିନ ଅପରାହ୍ନ ୬ଘଣ୍ଟା ସମୟରେ ଚତୁର୍ଦ୍ଧା ମୂର୍ତ୍ତି ମାଁ ମାଉସୀ…