“ବିଧାନସଭାର ସମସ୍ତ କାର୍ଯ୍ୟ କାଗଜମୁକ୍ତ ହେବ’
ରାଜ୍ୟସ୍ତରୀୟ ଇ-ବିଧାନ ତାଲିମ ଶିବିର ଉଦ୍ଘାଟିତ
"ଜୀବନ୍ତ ସଦନ, ଜୀବନ୍ତ ପ୍ରଜାତନ୍ତ୍ର' : ବାଚସ୍ପତି
ଭୁବନେଶ୍ୱର: ଓଡ଼ିଶା ବିଧାନସଭା ସ୍ୱରୂପ ବଦଳିଛି ଓ କାର୍ଯ୍ୟଧାରାରେ ବ୍ୟାପକ ପରିବର୍ତ୍ତନ ସମ୍ଭବ ହୋଇପାରିଛିା ସମସ୍ତ କାର୍ଯ୍ୟର ଡିଜିଟାଇଜେସନ୍ ପ୍ରକ୍ରିୟା ଆରମ୍ଭ ହୋଇଛିା ବିଧାନସଭାର…