ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର କାର୍ଯ୍ୟାବଳୀ ସମୀକ୍ଷା
ରାଜ୍ୟରେ ପ୍ରାଣୀସଂପଦ ମିଶନ, ମତ୍ସ୍ୟ ମିଶନ, କ୍ଷୀରଧାରା ମିଶନ, ଦୁଗ୍ଧବନ୍ୟା ମିଶନକୁ ସଶକ୍ତ କରାଯିବ :ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ
ଭୁବନେଶ୍ୱର:ଲୋକଙ୍କ ଆସ୍ଥାଭାଜନ ହୋଇ ଓ ସ୍ୱଚ୍ଛତା ଅବଲମ୍ବନପୂର୍ବକ ବିଭାଗର ଅଧିକାରୀମାନେ କାର୍ଯ୍ୟ କରିବାକୁ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ…