ବେଲଗୁଣ୍ଠା ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା
ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ପେଣ୍ଠସାହି ସ୍ଥିତ ଜଗନ୍ନାଥ ମନ୍ଦିରରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ବିଧି ବିଧାନ ଅନୁସାରେ ଅନୁଷ୍ଠିତ ହୋଇଯାଇଛି I ଶନିବାର ପ୍ରାତଃ 5 ଘଣ୍ଟା 15 ମିନଟ୍ ସମୟରେ ଠାକୁରଙ୍କର ମଙ୍ଗଳ ଆଳତି ଅନୁଷ୍ଠିତ ହୋଇଥିବା ବେଳେ ସକାଳ 6 ଘଣ୍ଟା 15…