ବେଲଗୁଣ୍ଠା ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୋଗ ଦିବସ ପାଳିତ

ବେଲଗୁଣ୍ଠା-(ଶିବରାମ ଚୌଧୁରୀ )- ଆଜି ବିଶ୍ଵ ଯୋଗ ଦିବସ ଅବସରରେ ସ୍ଥାନୀୟ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଧ୍ୟକ୍ଷା ଡକ୍ଟର ସଂଯୁକ୍ତା ପଣ୍ଡାଙ୍କ ତତ୍ତ୍ଵାବଧାନରେ ଯୋଗ ଅନୁଷ୍ଠିତ ହୋଇ ଯାଇଅଛି। ଏଥିରେ ମୁଖ୍ୟ ଅତିଥି ଭାବେ ଓକିଲ ବିପିନ ବିହାରୀ ସାହୁ ଯୋଗ ଦେଈ ଯୋଗ ଦିବସର ମହତ୍ତ୍ଵକୁ…

ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜଗତସିଂହପୁର,ତା-୨୧.୦୬.୨୦୨୪/ସୁମନ୍ତ କୁମାର ଦାସ: ଜୁନ 21ତାରିଖ ମିଳିତ ଜାତିସଂଘ ଦ୍ଵାରା ଆନ୍ତର୍ଜାତୀୟ ଯୋଗ ଦିବସ ଭାବେ ସମଗ୍ର ବିଶ୍ୱରେ ପାଳିତ ହୋଇଆସୁଛି। ଏହି ପରିପ୍ରେକ୍ଷୀରେ ଜଗତସିଂହପୁର ଜିଲ୍ଲା ରେ ଜିଲ୍ଲା ସ୍ତରୀୟ 10 ମ ଆନ୍ତର୍ଜାତୀୟ ଯୋଗ ଦିବସ ବିଜୁ ପଟ୍ଟନାୟକ ବହୁମୁଖୀ ଇଣ୍ଡୋର୍…

ବାଣପୁରରେ ଯୋଗ ଦିବସ: ସାମିଲ ହେଲେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

ବାଣପୁର( ସେକ କୌସର ): ଅନ୍ତର୍ଜାତୀୟ ଯୋଗ ଦିବସ ଖୋର୍ଦ୍ଧା ଜିଲ୍ଲା ବାଣପୁର ଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ପାଳିତ ହୋଇଯାଇଛି। ଗୋଦାବରୀଶ ମହାବିଦ୍ୟାଳୟ ପରିସରରେ ଥିବା ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିଅମ ମଧ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଆଇନ, ପୂର୍ତ୍ତ ଓ ଅବକାରୀ…

ଜଗତସିଂହପୁର ଜିଲ୍ଲା ସାମ୍ବାଦିକ ସଂଘ ଆନୁକୂଲ୍ୟରେ ସେବା ସଂଗଠନ ଅର୍ପଣ ଲୋକାର୍ପିତ

ଜଗତସିଂହପୁର,/ସୁମନ୍ତ କୁମାର ଦାସ: ଦଳ ମତ ନିର୍ବିଶେଷରେ ସମସ୍ତେ ଏକାଠି ହୋଇ କାମ କଲେ ଜିଲାର ବିକାଶ ରଥ ଆଗକୁ ଗଡି ପାରିବ ବୋଲି ଜଗତସିଂହପୁର ଜିଲା ସାମ୍ବାଦିକ ସଂଘ(ଉତ୍କଳ ସାମ୍ବାଦିକ ସଂଘ, ଓଡିଶା ଅନୁବନ୍ଧିତ)ଆନୁକୂଲ୍ୟରେ ଆୟୋଜିତ ଜିଲାରୁ ନବ ନିର୍ବାଚିତ ସାଂସଦ ଓ ବିଧାୟକ ମାନଙ୍କୁ…

ନିଲାମ ଗୁଡା ପଂଚାୟତ ରେ ଛତୁ ଉତ୍ପାଦନ ତାଲିମ ଶିବିର ଅନୁଷ୍ଠିତ।

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି- ରାୟଗଡ ଜିଲ୍ଲା ରାମନଗୁଡା ବ୍ଲକ ନିଲାମଗୁଡ଼ା ପଂଚାୟତ ର ଗୁଗୁରୁପାଙ୍ଗ ଗ୍ରାମରେ କୃଷି ବିଜ୍ଞାନ କେନ୍ଦ୍ର ଗୁଣୁପୁର ଙ୍କ ତରଫରୁ କୃଷି ଜୀବି ମହିଳା ମାନଙ୍କ ପାଇଁ ଏକ ତାଲିମ ଶିବିର ଅନୁଷ୍ଠିତ ଯୋଇଯାଇଛି। ଏହି କାର୍ଯ୍ୟକ୍ରମରେ କୃଷି ବିଜ୍ଞାନ କେନ୍ଦ୍ର…

ମହାତ୍ମା ଗାନ୍ଧୀ ଇଣ୍ଟର ନେସନାଲ ପବ୍ଲିକ ସ୍କୁଲ ରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ।

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି -ରାୟଗଡ ଜିଲ୍ଲା ଗୁଣୁପୁର ସଦର ମହକୁମା ସ୍ଥିତ ସ୍ଥାନୀୟ ମହାତ୍ମା ଗାନ୍ଧୀ ଇଣ୍ଟର୍ ନେସନାଲ ପବ୍ଲିକ ସ୍କୁଲ ପରିସର ରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ଯ ବିଶ୍ବ ଯୋଗ ଦିବସ ପାଳିତ ହୋଇଯାଇଛି। ଅନୁଷ୍ଠାନ ର ପ୍ରିନ୍ସପାଲ୍ ଶ୍ରୀମତୀ ଚିତ୍ରଲେଖା ଭୋଇ ଓ…

ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶ୍ଵ ଯୋଗ ଦିବସ ପାଳିତ

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ବିଶ୍ୱ ଯୋଗ ଦିବସ। ସ୍ଥାନୀୟ ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟର ଜାତୀୟ ସେବା ଯୋଜନା ପକ୍ଷରୁ ଆଜି ବିଶ୍ଵ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବେଙ୍ଗୁଲୁରୁ ସ୍ଥିତ ପ୍ରଫେସର କାର୍ତି ଗଣେଶ ଦୁରାଇ ଯୋଗ ଗୁରୁ ଯୋଗ ଦେଇ ବିଶ୍ଵବିଦ୍ୟାଳୟର ଛାତ୍ର ,…

ଗାଙ୍ଗପୁରରେ ପ୍ରଥମ ମାସିକ କ୍ଳଷ୍ଟର୍ ସ୍ତରୀୟ ବୈଠକ

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ ), ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶକ୍ରମେ ଆଜି ବେଲଗୁଣ୍ଠା ବ୍ଳକ୍ ଗାଙ୍ଗପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ ସିଆରସିସି ମୃତ୍ୟୁଞ୍ଜୟ ପଣ୍ଡାଙ୍କ ଅଧ୍ୟକ୍ଷତାରେ କ୍ଳଷ୍ଟର୍ ର ପ୍ରଧାନ ଶିକ୍ଷକ/ ଶିକ୍ଷୟିତ୍ରୀ ଏବଂ ଏଫ୍ଏଲ୍ଏନ୍ ଶିକ୍ଷକ…

ବିଭିନ୍ନ ସ୍ଥାନରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ଆଜି ବିଶ୍ୱଯୋଗ ଦିବସ ଅବସରରେ ବେଲଗୁଣ୍ଠା ବ୍ଳକ୍ ର ବିଭିନ୍ନ ସ୍ଥାନରେ ଯୋଗ ଦିବସ ପାଳିତ ହୋଇଯାଇଛି I ଏହି ଅବସରରେ ଗାଙ୍ଗପୁର ବିବେକାନନ୍ଦ ଶିଶୁ ଶିକ୍ଷା ପ୍ରତିଷ୍ଠାନରେ ଅନୁଷ୍ଠିତ ଯୋଗ ଅଭ୍ୟାସ କାର୍ଯ୍ୟକ୍ରମରେ ଅନୁଷ୍ଠାନ ସଭାପତି ତଥା ସୋରଡ଼ା ବିଧାୟକ…

ଜଗତସିଂହପୁର ରେ ଜିଲ୍ଲା ସ୍ତରୀୟ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ

ଜଗତସିଂହପୁର: ଜିଲ୍ଲାପାଳ ଙ୍କ କାର୍ଯ୍ୟଳୟର ସଦ୍ଭାବନା ସଭାଗୃହରେ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଜିଲ୍ଲାପାଳ ଶ୍ରୀ ଅନୁପମ ସାହା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି। ବୈଠକରେ ଯୋଗ ଦେଇ ମାନ୍ୟବର ମନ୍ତ୍ରୀ, ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ଶ୍ରୀ…