ଅଙ୍ଗନବାଡ଼ିର ବିକାଶ ହେଲେ ଉଭୟ ମା’ ଓ ଶିଶୁଙ୍କର ବିକାଶ ହେବ : ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କର ମହିଳା ଓ ଶିଶୁ ବିକାଶ ବିଭାଗ ସମୀକ୍ଷା  ଅଙ୍ଗନବାଡି ଭିତ୍ତିଭୂମି ବିକାଶକୁ ଗୁରୁତ୍ୱ ଦିଆଯିବାକୁ ନିର୍ଦ୍ଦେଶ  ଛତୁଆର ଗୁଣବତ୍ତାକୁ ରେଗୁଲାର ଯାଞ୍ଚ କରିବା ସହ ମାନ ବୃଦ୍ଧି କରିବାକୁ ଦେଲେ ପରାମର୍ଶ  ଡିଜିଟାଲାଇଜେସନ ସହ…

ସୂଚନା ଓ ଲୋକସମ୍ପର୍କ ବିଭାଗର ବିଭିନ୍ନ କାର୍ଯ୍ୟାବଳୀ ବିଷୟରେ ଅବଗତ ହେଲେ ମୁଖ୍ୟମନ୍ତ୍ରୀ

ସରକାରଙ୍କ ବିକାଶ ଓ କଲ୍ୟାଣ ମୂଳକ କାର୍ଯ୍ୟକ୍ରମକୁ ସଠିକ୍ ଭାବେ ଲୋକଙ୍କ ପାଖରେ ପହଞ୍ଚାନ୍ତୁ - ମୁଖ୍ୟମନ୍ତ୍ରୀ ବୃତ୍ତିଗତ ଦକ୍ଷତା ବୃଦ୍ଧି କରିବାକୁ ପରାମର୍ଶ ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ରାଜ୍ୟ ଅତିଥି ଭବନ ଠାରେ ସୂଚନା ଓ ଲୋକସଂପର୍କ ବିଭାଗ ର ପ୍ରମୁଖ…

ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ସୁରମା ପାଢୀ।

ମୁଖ୍ୟମନ୍ତ୍ରୀ ଜଣାଇଲେ ଶୁଭକାମନା ଭୁବନେଶ୍ୱର : ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ଭାରତୀୟ ଜନତା ଦଳର ବରିଷ୍ଠ ନେତ୍ରୀ ତଥା ରଣପୁର ବିଧାୟିକା ସୁରମା ପାଢୀ। ଏକମାତ୍ର ପ୍ରାର୍ଥୀ ଭାବେ ସୁରମା ନାମାଙ୍କନ ଦାଖଲ କରିଥିଲେ। ତାଙ୍କୁ ସର୍ବସମ୍ମତିକ୍ରମେ ବାଚସ୍ପତି ଭାବେ…

ଏସସିଏସଟିଆରଟିଆଇରେ ଆରମ୍ଭ ହେଲା ରକ୍ତଶିକୁଳି ରକ୍ତହୀନତା ନିରାକରଣ ସଚେତନତା ଅଭିଯାନ

ଭୁବନେଶ୍ୱର: ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ(ଏସସିଏସଟିଆରଟିଆଇ)ରେ ଆରମ୍ଭ ହେଲା ରକ୍ତଶିକୁଳି ରକ୍ତହୀନତା ନିରାକରଣ ସଚେତନତା ଅଭିଯାନ କାର୍ଯ୍ୟକ୍ରମା ବିଶ୍ୱ ରକ୍ତଶିକୁଳି ଦିବସ ଅବସରରେ ଆଜିଠାରୁ ଦୁଇ ସପ୍ତାହ ବ୍ୟାପି ଅର୍ଥାତ ଜୁଲାଇ ୩ ତାରିଖ ଯାଏଁ…

ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା: ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ

ଉଚ୍ଚ ମାନର ସାଂସ୍କୃତିକ କାର୍ଯ୍ୟକ୍ରମ, ଆକର୍ଷଣୀୟ ଫଟୋଚିତ୍ର ପ୍ରଦର୍ଶନୀ ଏବଂ ସାମାଜିକ ଗଣମାଧ୍ୟମରେ ପ୍ରଚାର, ପ୍ରସାର ଉପରେ ଗୁରୁତ୍ୱାରୋପ ଭୁବନେଶ୍ୱର: ଓଡ଼ିଆ ଜାତିର ପରମ ଆରାଧ୍ୟ ହେଉଛନ୍ତି ପ୍ରଭୁ ଶ୍ରୀଜଗନ୍ନାଥା ସେ ଓଡ଼ିଆଙ୍କ ଆଧ୍ୟାତ୍ମିକ ଓ ସାଂସ୍କୃତିକ ଚେତନା ଏବଂ ଅସ୍ମିତାର…

ସୋଆ ଗବେଷକଙ୍କ ଦ୍ୱାରା ସଂପାଦିତ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର, ଜୁନ୍ ୧୯: ‘ଆପ୍ଲିକେସନ୍ସ ଅଫ୍ ମେଟାଜେନୋମିକ୍ସ - ଏଗ୍ରିକଲ୍ଚର, ଏନଭାଇରନମେଣ୍ଟ ଆଣ୍ଡ ହେଲଥ’ ନାମକ ଏକ ପୁସ୍ତକକୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ମଙ୍ଗଳବାର ଉନ୍ମୋଚିତ କରିଛନ୍ତି । ଏହି ପୁସ୍ତକକୁ ସୋଆର ଗବେଷକ…

ଆରମ୍ଭ ହେଲା ନବନିଯୁକ୍ତ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀଙ୍କ ୧୧ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଭୁବନେଶ୍ୱର: ଆଜି ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ (ଏସସିଏସଟିଆରଟିଆଇ) ରେ ଆରମ୍ଭ ହୋଇଛି ନବନିଯୁକ୍ତ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀଙ୍କ ୧୧ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମା ଜୁନ ୨୯ ତାରିଖ ଯାଏଁ ଚାଲୁଥିବା ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଜିଲ୍ଲାରେ…

ଧାନ ଓ କପା ସହିତ ୧୪ଟି ଖରିଫ୍ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀ ଙ୍କୁ କୃତଜ୍ଞତା ଜଣାଇଲେ…

ଭୁବନେଶ୍ୱର:ଧାନ ଓ କପା ସହିତ ୧୪ଟି ଖରିଫ୍ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ପ୍ରସ୍ତାବ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ଜ୍ଞାପନ…

ଗରିବ ଲୋକଙ୍କ ସମସ୍ୟାର ସମାଧାନ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରଧାନ ଆଭିମୁଖ୍ୟ : ମନ୍ତ୍ରୀ ଶ୍ରୀ ନାୟକ

କ୍ଷେତ୍ରସ୍ତରରେ ସ୍ୱଚ୍ଛତା ଓ ଉତ୍ତରଦାୟିତ୍ୱ ଉପରେ ମନ୍ତ୍ରୀଙ୍କ ଗୁରୁତ୍ୱାରୋପ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଭୁବନେଶ୍ୱର: ଓଡ଼ିଶାବାସୀଙ୍କ ସର୍ବାଙ୍ଗୀନ ଉନ୍ନତି ମୁଖ୍ୟତଃ ଗରିବ ଜନସାଧାରଣଙ୍କ କଲ୍ୟାଣ ପାଇଁ ନୂତନ ସରକାର…

“ଶ୍ରୀ ମନ୍ଦିରର ରତ୍ନ ଭଣ୍ଡାର ଖୋଲିବା ସମ୍ବନ୍ଧୀୟ ନିଷ୍ପତ୍ତି ନିଆଯାଇନି “

ଭୁବନେଶ୍ୱର: ଶ୍ରୀ ଜଗନ୍ନାଥ ମନ୍ଦିର ପରିଚାଳନା କମିଟି ତରଫରୁ ଶ୍ରୀ ମନ୍ଦିରର ରତ୍ନ ଭଣ୍ଡାର ଖୋଲିବା ସମ୍ବନ୍ଧୀୟ କୌଣସି ପ୍ରସ୍ତାବ ଆଜି ସରକାରଙ୍କ ହସ୍ତଗତ ହୋଇନାହିାଁ ଭବିଷ୍ୟତରେ ଯଦି ଏଭଳି କୌଣସି ପ୍ରସ୍ତାବ ସରକାରଙ୍କ ହସ୍ତଗତ ହୁଏ ତାହେଲେ ଏଥି ନିମିତ୍ତ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ…