ବେଲଗୁଣ୍ଠା ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକସଂଘ ତରଫରୁ ସୋରଡ଼ା ବିଧାୟକଙ୍କୁ ସମ୍ବର୍ଦ୍ଧନା ପ୍ରଦାନ
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-,ବେଲଗୁଣ୍ଠା ବ୍ଳକ୍ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକସଂଘ ତରଫରୁ ନବ ନିର୍ବାଚିତ ସୋରଡ଼ା ବିଧାୟକ ନୀଳମଣି ବିଷୋୟୀଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି I ସଂଘ ସଭାପତି ବସନ୍ତ କୁମାର ଜେନାଙ୍କ ନେତୃତ୍ୱରେ ସମ୍ପାଦକ ବାଳକୃଷ୍ଣ ସାବତ,ଉପସଭାନେତ୍ରୀ ଦୀପ୍ତାଂଶୂ…