କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି
କେନ୍ଦୁପତ୍ର ମୂଲ୍ୟରେ କେରି ପିଛା ୧୦ ପଇସା ବୃଦ୍ଧି,ଫାଳ ପିଛା ୨୦ ପଇସା ବୃଦ୍ଧି
ତୋଳାଳୀମାନଙ୍କ ପାଇଁ ୨୫ ପ୍ରତିଶତ ବୋନସ, ବନ୍ଧାଳୀ ଓ ସିଜିନାଲ୍ ଷ୍ଟାଫଙ୍କ ପାଇଁ ୫ ପ୍ରତିଶତ
ପ୍ରୋତ୍ସାହନ ରାଶି ପ୍ରଦାନ କରିବାକୁ ନିର୍ଦ୍ଦେଶ, ଖର୍ଚ୍ଚ ହେବ ୭୪.୭୮ କୋଟି
ଭୁବନେଶ୍ୱର,…