ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯୟ ମୁକାବିଲା ଓ ପରିଚାଳନା କମିଟି ବୈଠକ
ନବରଙ୍ଗପୁର ୧୫.୦୬.୨୦୨୪: ଅଶୋକ ସାହୁ, ଶାସକ ପ୍ରଶାସକ: ନବରଙ୍ଗପୁର ଜିଲ୍ଲାପାଳ ଡକ୍ଟର କମଳ ଲୋଚନ ମିଶ୍ର ଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଓ ପରିଚାଳନା(ବନ୍ୟା) କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ମାନ୍ୟବର ନବରଙ୍ଗପୁର ସାଂସଦ ବଳଭଦ୍ର…