ରାଜ୍ୟ କ୍ୟାବିନେଟର ପ୍ରଥମ ନିଷ୍ପତ୍ତି ପାଳିତ
ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ମନ୍ତ୍ରିମଣ୍ଡଳର ସଦସ୍ୟ ଗଣଙ୍କ ଉପସ୍ଥିତିରେ ଭକ୍ତ ମାନଙ୍କ ପାଇଁ ଶ୍ରୀ ମନ୍ଦିରର ଚାରି ଦ୍ଵାର ଖୋଲାଗଲା
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା,…