ଆସନ୍ତା ୧୨ତାରିଖରେ ବିଜେପିର ପ୍ରଥମ ମନ୍ତ୍ରୀମଣ୍ଡଳ ଶପଥ ଗ୍ରହଣ: ପ୍ରତାପ ଷଡଙ୍ଗୀ

 ଆସନ୍ତା ୧୨ତାରିଖ ଦିନ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ୨ଟା ୩୦ରେ ଭୁବନେଶ୍ୱରରେ ପହଂଚିବେ ଓ ସନ୍ଧ୍ୟା ୫ଟାରେ ଜନତା ମଇଦାନରେ ଅନୁଷ୍ଠିତ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେ  ଆସନ୍ତାକାଲି ୪ଟା ୩୦ରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ “ବିଧାୟକ ଦଳ” ବୈଠକ  ବୈଠକରେ…

ପିଏମ କିଷାନ ସମ୍ମାନ ନିଧି ଅର୍ଥରାଶି ଜାରି କରିବା ସଂକ୍ରାନ୍ତ ପ୍ରଥମ ଫାଇଲରେ ଦସ୍ତଖତ କଲେ ପ୍ରଧାନମନ୍ତ୍ରୀ

କୃଷକ କଲ୍ୟାଣ ପ୍ରତି ସରକାରଙ୍କ ପ୍ରତିବଦ୍ଧତାକୁ ଦର୍ଶାଇଲା ନୂଆ ସରକାରଙ୍କ ପ୍ରଥମ ନିଷ୍ପତ୍ତି କୃଷକ କଲ୍ୟାଣ ପାଇଁ ଆମ ସରକାର ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ । ତେଣୁ ଦାୟିତ୍ୱ ନେବା ପରେ ସ୍ୱାକ୍ଷରିତ ପ୍ରଥମ ଫାଇଲ କୃଷକ କଲ୍ୟାଣ ସହ ଜଡିତ: ପ୍ରଧାନମନ୍ତ୍ରୀ ଆଗାମୀ ଦିନରେ ଆମେ…

କଟକ ଲାଲବାଗ ଥାନା ସମ୍ମୁଖରେ କଟକ ବାରବାଟୀ ବିଧାୟିକାଙ୍କ କୁଶପୁତ୍ତଳା ଦାହ

କଟକ: ତା ୧୦/୦୬/୨୦୨୪ ସୋମବାର (ଶାସକ ପ୍ରଶାସକ )ଭାରତୀୟ ଜନତା ପାର୍ଟି ଯୁବମୋର୍ଛା କଟକ ନଗର ପକ୍ଷରୁ ରବିବାର ଅପରାହ୍ନରେ ବାରବାଟୀ କଟକ ନବ ନିର୍ବାଚିତ କଂଗ୍ରେସ ପ୍ରାର୍ଥୀନୀ ସୌଫିଆ ଫିର୍ଦ୍ଦୋଷଙ୍କ ଏକ କୁଶପୁତ୍ତଳା ଲାଲ ବାଗ ଥାନା ସମ୍ମୁଖରେ ଦାହ କରାଯାଉଛି ।ଗତ ଦୁଇ ଦିନ ପୂର୍ବରୁ…

ସ୍ୱପ୍ନେଶ୍ୱର ବାବା ଙ୍କ ପକ୍ଷରୁ ମାତା ପାର୍ବତୀ ଙ୍କୁ ନିର୍ବନ୍ଧ ଉତ୍ସବ ସମ୍ପର୍ଣ୍ଣ : ବାବାଙ୍କ ବିବାହ ଶୋଭାଯାତ୍ରା…

ପଦ୍ମପୁର:- ଦେବାଦୀ ଦେବ ଶ୍ରୀ ଶ୍ରୀ ସ୍ଵପ୍ନେଶ୍ଵର ମହାଦେବ ଏବଂ ଜଗତ ଜନନୀ ମାତା ପାର୍ବତୀ ଙ୍କ ର ପବିତ୍ର ବିବାହ ଉତ୍ସବ ହେଉଛି ଶୀତଳ ଷଷ୍ଠି ଉତ୍ସବ । ଏବଂ ଏହି ଉତ୍ସବ କୁ ବହୁ ଆଡମ୍ବର ଏବଂ ଭକ୍ତି ଭାବରେ ପାଳନ କରିଥାନ୍ତି ଲୋକେ । ସେହି ପରି ପେକ୍ଷୀ ରେ ପଦ୍ମପୁର ସାର୍ବଜନୀନ ଶିତଳ ଷଷ୍ଠି…

ପୋଲିସ କର୍ମଚାରୀଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ।

ବେଲଗୁଣ୍ଠା-(ଶିବରାମ ଚୌଧୁରୀ )-ବେଲଗୁଣ୍ଠା ଥାନାରେ କାର୍ଯ୍ୟରତ ପୋଲିସ ସବ୍ ଇନିସପେକ୍ଟର ମହେଶ୍ୱର ବେହେରାଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି ।ବେଲଗୁଣ୍ଠା ଥାନାରେ ଥାନାଧିକାରୀ ବନବିହାରୀ ପ୍ରଧାନଙ୍କ ଅଧ୍ୟକ୍ଷତାରେହୋଇଥିବା ଏକ ବିଦାୟ କାଳୀନ ସମ୍ବର୍ଧନା କାର୍ଯ୍ୟକ୍ରମରେ…

ସର୍ବ ଭାରତୀୟ ନିଟ୍ ପରୀକ୍ଷାରେ ଗାନ୍ଧି ପବ୍ଲିକ ସ୍କୁଲ ଛାତ୍ରଛାତ୍ରୀଙ୍କ ସଫଳତା

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଗୁଣପୁର ସଦ୍ୟ ପ୍ରକାଶିତ ସର୍ବ ଭାରତୀୟ ମେଡିକାଲ ପରୀକ୍ଷା (ନିଟ୍)ରେ ଗୁଣପୁର ସ୍ଥିତ ଗାନ୍ଧୀ ପବ୍ଲିକ ସ୍କୁଲର ଛାତ୍ରଛାତ୍ରୀମାନେ ସଫଳତା ଅର୍ଜନ କରି ବିଦ୍ୟାଳୟକୁ ଗୌରବାନ୍ବିତ କରିଛନ୍ତି । ବିଦ୍ୟାଳୟର କୃତି ଛାତ୍ରଛାତ୍ରୀଙ୍କ ମଧ୍ୟରେ ଓମ୍ ବାଲାଜୀ…

ଷ୍ଟାଣ୍ଡାଲୋନ୍ ୫ଜି ଟେକ୍ନୋଲୋଜି ବଳରେ ଉତ୍କୃଷ୍ଟ ହାଇ-ସ୍ପିଡ଼ ବ୍ରଡ଼ବ୍ୟାଣ୍ଡ ପ୍ରଦାନ କରୁଛି ଜିଓ ଏୟାରଫାଇବର : ଓପନ୍…

ନୂଆଦିଲ୍ଲୀ: ଜିଓର ଷ୍ଟାଣ୍ଡାଲୋନ୍ ୫ଜି ନେଟୱାର୍କ ବଳରେ ଜିଓ ଏୟାରଫାଇବର ଗ୍ରାହକଙ୍କୁ ଉତ୍କୃଷ୍ଟ ବେଗରେ ହାଇ ସ୍ପିଡ଼ ଡାଟା ଯୋଗାଇବାରେ ସକ୍ଷମ ହୋଇଥିବା ବିଶ୍ୱର ପ୍ରସିଦ୍ଧ ମୋବାଇଲ୍ ନେଟୱାର୍କ ଆନାଲିଟିକ୍ସ କମ୍ପାନୀ ଓପନ୍ ସିଗନାଲ୍ ଏହାର ଏକ ରିପୋର୍ଟରେ ପ୍ରକାଶ କରିଛି । ଓପନ୍ ସିଗନାଲ୍…

କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ରାଙ୍କିଙ୍ଗ୍‌ସରେ ପୁଣି ଥରେ ସୋଆ ସ୍ଥାନିତ

ଭୁବନେଶ୍ୱର , ୮/୦୬: ସମ୍ମାନଜନକ କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ରାଙ୍କିଙ୍ଗ୍‌ରେ ଓଡ଼ିଶାର ଏକ ମାତ୍ର ବେସରକାରୀ ବିଶ୍ୱବିଦ୍ୟାଳୟ ଭାବେ ସ୍ଥାନ ହାସଲ କରିଛି ଶିକ୍ଷା ଓ ଅନୁସନ୍ଧାନ (ସୋଆ) । ଦେଶର ୪୬ଟି ଉଚ୍ଚ ଶିକ୍ଷାନୁଷ୍ଠାନକୁ ନେଇ ପ୍ରସ୍ତୁତ ଏହି ବିଶ୍ୱ ରାଙ୍କିଙ୍ଗ୍‌ରେ ସ୍ଥାନ ପାଇଛି…

ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଜୁନ, ଜୁଲାଇ ଓ ଅଗଷ୍ଟ ମାସ ନିମନ୍ତେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

ଜଗତସିଂହପୁର,ତା-୦୭.୦୬.୨୦୨୪/ସୁମନ୍ତ କୁମାର ଦାସ: ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଆଗାମୀ ଜୁନ, ଜୁଲାଇ ଓ ଅଗଷ୍ଟ ମାସ ନିମନ୍ତେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେବ।ଏହି ଶିବିର ଆସନ୍ତା ଜୁନ 10 ତାରିଖରେ ବିରିଡି ବ୍ଲକ କାର୍ଯ୍ୟାଳୟ, ଜୁନ 18 ତାରିଖରେ ଜିଲ୍ଲାପାଳ ଙ୍କ…