ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ୯୮ତମ ଶ୍ରାଦ୍ଧ ବାର୍ଷିକୀ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସ୍ଥାନୀୟ ମହେନ୍ଦ୍ରଗିରି ଉଚ୍ଚ ବିଦ୍ୟାଳୟଠାରେ ସ୍ୱର୍ଗତ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ୯୮ତମ ଶ୍ରାଦ୍ଧ ବାର୍ଷିକୀ ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ ସାମ୍ୱାଦିକତ ହୃଷିକେଷ ଗୌଡଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି ସମାବେଶରେ ଗବେଷକ ପୂର୍ଣ୍ଣଚନ୍ଦ୍ର…