“ହାରିବା ଜାଣିସାରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ମୁଣ୍ଡ କାମ କରୁନି”

ଭୁବନେଶ୍ୱର : ହାରିବା ଜାଣିସାରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ମୁଣ୍ଡ କାମ କରୁନି ବୋଲି କହିଛନ୍ତି ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କହିଛନ୍ତି | ନିଜ "X" ହାଣ୍ଡଲ ରେ ଉଲ୍ଲେଖ କରିଛନ୍ତି ଯେ " ଶ୍ରୀଯୁକ୍ତ @dpradhanbjp ଜାଣିସାରିଲେଣି ତିନି ଚତୁର୍ଥାଂଶ ସଂଖ୍ୟା…

ସମ୍ ହସ୍ପିଟାଲ ଫୁଲନଖରା କ୍ୟାମ୍ପସ୍‌ରେ ବିଶ୍ୱ ତମାଖୁ ମୁକ୍ତ ଦିବସ ପାଳିତ

ଭୁବନେଶ୍ୱର, ମଇ ୩୧: ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲର ଫୁଲନଖରା କ୍ୟାମ୍ପସ୍‌ରେ ଶୁକ୍ରବାର ବିଶ୍ୱ ତମାଖୁ ମୁକ୍ତ ଦିବସ ପାଳିତ ହୋଇଯାଇଛି । ହସ୍ପିଟାଲ୍‌ର ଇଏନ୍‌ଟି ବିଭାଗ ପକ୍ଷରୁ ଏହି ଅବସରରେ ଜନସାଧାରଣଙ୍କ ନିମନ୍ତେ ନିଶାଦ୍ରବ୍ୟ ଓ ତମାଖୁ ଠାରୁ ଦୂରେଇ…

ସୋଆରେ ବିଶ୍ୱ ତମାଖୁ ମୁକ୍ତ ଦିବସ ପାଳିତ

ଭୁବନେଶ୍ୱର, ମଇ ୩୧: ବିଶ୍ୱ ତମାଖୁ ମୁକ୍ତ ଦିବସ ଅବସରରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଡେଂଟାଲ ସାଇନ୍‌ସେସ୍ (ଆଇଡିଏସ୍‌)ର ପବ୍ଲିକ୍ ହେଲ୍‌ଥ ଡେଂଟିଷ୍ଟ୍ରି ବିଭାଗ ପକ୍ଷରୁ ସଫେଇ କର୍ମଚାରୀଙ୍କ ନିମନ୍ତେ ତମାଖୁ ବର୍ଜନ ନେଇ ଏକ ସଚେତନତା କାର୍ଯ୍ୟକ୍ରମ…

ସୋଆ ରେଡ଼ିଓରେ ବିଶ୍ୱ ଋତୁସ୍ରାବ ସ୍ୱଚ୍ଛତା ଦିବସ ଅବସରରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ପ୍ରସାରିତ

ଭୁବନେଶ୍ୱର, ମଇ ୩୧: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡ଼ିଓ ୯୦.୪ ଦ୍ୱାରା ବିଶ୍ୱ ଋତୁସ୍ରାବ ସ୍ୱଚ୍ଛତା ଦିବସ ଅବସରରେ ମଙ୍ଗଳବାର ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ପ୍ରସାରିତ ହୋଇଯାଇଛି । ଚଳିତ ବର୍ଷର ପ୍ରସଙ୍ଗ ‘ପିରିୟଡ ଫ୍ରେଣ୍ଡଲି ୱାର୍ଲ୍ଡ’କୁ ନେଇ ରେଡ଼ିଓ…

ରେମୁଣାରେ ମିଶନ ଶକ୍ତି ଭବନରେ ଟଙ୍କା ବଣ୍ଟା ଘଟଣାକୁ ନିନ୍ଦା କଲେ କେନ୍ଦ୍ରମନ୍ତ୍ରୀ

ଦାବି ୧ ନମ୍ବର ମୁଖ୍ୟମନ୍ତ୍ରୀ, କିନ୍ତୁ ବାଣ୍ଟୁଛନ୍ତି ଟଙ୍କା - ଧର୍ମେନ୍ଦ୍ର ପ୍ରଧାନ • ବିଜେଡିର ଅର୍ଥ ଓ ବାହୁବଳ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଭାରତୀୟ ନିର୍ବାଚନ ଆୟୋଗ ଏବଂ ଓଡ଼ିଶା ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ କଲେ ଅନୁରୋଧ • ଅବାଧ ଓ ନିରପେକ୍ଷ ନିର୍ବାଚନକୁ…

ବେଲଗୁଣ୍ଠା ପୋଲିସ୍ ର ଫ୍ଲାଗ୍ ମାର୍ଚ୍ଚ

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-,ଆସନ୍ତା ୪ ତାରିଖରେ ହେବ ଭୋଟ୍ ଗଣତି I ତେବେ ଭୋଟ୍ ଗଣତି ପୂର୍ବରୁ ଏବଂ ଭୋଟ୍ ଗଣତି ଦିନ ଆଇନ୍ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ୍ ପକ୍ଷରୁ ସମଗ୍ର୍ ଜିଲ୍ଲାରେ ସ୍ଵତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଇଛି I ଏହି ପ୍ରରିପ୍ରେକ୍ଷୀରେ…

ବେଲଗୁଣ୍ଠା ବ୍ଳକ୍ ର ଦୁଇ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-,ବେଲଗୁଣ୍ଠା ଗୋଷ୍ଠୀ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ ଅଧୀନସ୍ଥ ବେଲଗୁଣ୍ଠା ସ୍ଥିତ ବାଲିଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ସୁମତୀ ପାଣିଗ୍ରାହୀ ଏବଂ କୁଶପଲ୍ଲୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ତଥା ପୂର୍ବତନ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ…

ରାୟଗଡା ଜିଲ୍ଳା ଆଇନ ସେବା ପ୍ରାଧିକରଣ ଦାରା ଆଇନ ସଚେତନତା କାର୍ଯ୍ୟକ୍ରମ

ଇମ୍ଫା ପରିସରରେ ଥିବା ବିଶ୍ଵକର୍ମା ଭବନରେ ବର୍ଯ୍ୟବସ୍ତୁ ପରିଚାଳନା ଉପରେ ଏକ ଆଇନ୍ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଟିତ ରାୟଗଡା : ଜିଲ୍ଲା ଆଇନସେବା ପ୍ରାଧିକରଣ ରାୟଗଡା ଦାରା ତା ୩୧.୦୫.୨୦୨୪ ରିଖ ଶୁକ୍ରୁବାର ଦିନ ସ୍ଥାନୀୟ ଇମ୍ଫା କେମ୍ପସ ପରିସରରେ ଥିବା ବିଶ୍ଵକର୍ମା ଭବନ ରେ…

ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରୀ ରହିଥିବାରୁ ଜରୁୀକାଳୀନ ବୈଠକ ଅନଷ୍ଠିତ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ଜିଲ୍ଳାପାଳଙ୍କ ସମ୍ମିଳନୀ ଓସ୍ଵାନ ହଲ ଠାରେ ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରୀ ରହିଥିବାରୁ ଜରୁୀକାଳୀନ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜିଲ୍ଳାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ…

ବିଜୁ ଜନତା ଦଳରୁ ବହିଷ୍କୃତ

ଭୁବନେଶ୍ୱର : ବିଜୁ ଜନତା ଦଳରୁ ବହିଷ୍କୃତ ହୋଇଛନ୍ତି ଯାଜପୁର ଜିଲ୍ଲା ସୁକିନ୍ଦା ନିର୍ବାଚନମଣ୍ଡଳ ଅନ୍ତର୍ଗତ ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟା ଶ୍ରୀମତୀ ସରୋଜିନୀ ରାଜ | ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ତାଙ୍କୁ ଦଳର ସଭାପତି ନବୀନ ପଟ୍ଟନାୟକ ବହିଷ୍କାର କରିଛନ୍ତି ବୋଲି ଦଳର ସାଙ୍ଗଠନିକ…