ସିବିଆଇ ତଦନ୍ତକୁ ନେଇ ଝାରସୁଗୁଡ଼ାରେ ରାଜନୈତିକ ତାତି, ମୁହାଁମୁହିଁ ବିଜେଡି-ଭାଜପା
ଝାରସୁଗୁଡ଼ା, ୧୩: ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ସ୍ୱର୍ଗତ ନବ କିଶୋର ଦାସଙ୍କ ହତ୍ୟା ମାମଲାର ସିବିଆଇ ତଦନ୍ତ ପ୍ରସଙ୍ଗକୁ ନେଇ ଝାରସୁଗୁଡ଼ାର ରାଜନୀତି ପୁଣି ଥରେ ସରଗରମ ହୋଇଉଠିଛି। ଏହି ପ୍ରସଙ୍ଗରେ ବିଜେଡି ଓ ଭାଜପା ପରସ୍ପର ବିରୋଧରେ ଆକ୍ରମଣାତ୍ମକ ମନୋଭାବ ଗ୍ରହଣ କରିଥିବା ବେଳେ ଉଭୟ ଦଳ…