ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ପିଏମ୍-ଜନମନ ରଥ ଶୁଭାରମ୍ଭ
https://youtu.be/754USUeMXR4
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ପିଏମ୍-ଜନମନ ରଥକୁ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ସବୁଜ ପତାକା ଦେଖାଇ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଛନ୍ତି। ଏହି ରଥ…