“ମୁଖ୍ୟମନ୍ତ୍ରୀଙ୍କ ସଭାରେ ବିପୁଳ ଜନ ସମାବେଶ ଦେଖି ବିରୋଧୀଙ୍କ ଆତ୍ମବିଶ୍ୱାସ ଭାଙ୍ଗି ଗଲାଣି”

ଢେଙ୍କାନାଳ, ଅନୁଗୋଳ ଓ ରେଢ଼ାଖୋଲ ବିଧାନ ସଭା ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ପ୍ରଚାର, ବିଶାଳ ଜନସଭାରେ ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ ସମ୍ୱଲପୁର ଓ ଢେଙ୍କାନାଳରେ ବିଜୁ ଜନତା ଦଳର ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ଆଶୀର୍ବାଦ କରିବାକୁ…

ବିଜୟ ମହାପାତ୍ର ଓ ବୁଲୁ ପ୍ରଧାନ ବିଜେପିରୁ ବହିଷ୍କୃତ

ଭୁବନେଶ୍ୱର, ତା.୧୭/୦୫: ଦଳବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶ୍ରୀ ବିଜୟ ମହାପାତ୍ର ଓ ଶ୍ରୀ ଶାରଦା ପ୍ରଧାନ, ଏସ୍‌ସି ମୋର୍ଚ୍ଚା ରାଜ୍ୟ ଉପସଭାପତି ଶ୍ରୀ ରାକେଶ ମଲ୍ଲିକଙ୍କୁ ଦଳରୁ…

କେନ୍ଦ୍ରମନ୍ତ୍ରୀ ଫଗନ ସିଂହ କୁଲସ୍ତେଙ୍କ ରାଜ୍ୟ ସରକାରଙ୍କୁ ୫ଟି ପ୍ରଶ୍ନ

 ଚିଟଫଣ୍ଡ କ୍ଷତିଗସ୍ତ ଜମାକାରୀଙ୍କ ଟଙ୍କା କାହିଁକି ଫେରାଇଲେ ନାହିଁ ରାଜ୍ୟ ସରକାର ?  ଶାହା କମିଶନଙ୍କ ରିପୋର୍ଟକୁ କାହିଁକି କାର୍ଯ୍ୟକାରୀ କରାଗଲା ନାହିଁ ?  ଦାଦନ ସମସ୍ୟାକୁ ରୋକିବାରେ ରାଜ୍ୟରେ ବିଜେଡି ସରକାର କଣ ପଦକ୍ଷେପ ନେଇଛି ?  ୨୫ ବର୍ଷର ବିଜେଡି…

ଫୁଲବାଣୀରେ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କଲେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ

କନ୍ଧମାଳ(ଗଗନ କୁମାର ପ୍ରଧାନ): କନ୍ଧମାଳ ଜିଲାକୁ ନିର୍ବାଚନୀ ପ୍ରଚାରରେ ଆସି କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ଫୁଲବାଣୀ କରୋନେସନ ପଡିଆରେ ଅନୁଷ୍ଠିତ ନିର୍ବାଚନୀ ସଭାରେ ଯୋଗ ଦେଇଛନ୍ତି । ମୋଦୀ ହଟାଅ ଦେଶ ବଂଚାଅ ନାରା ଦେଇ କନ୍ଧମାଳ ଏମପି ପ୍ରାର୍ଥୀ ଏବଂ ବିଧାୟକ…

ଟିପି ସେଂଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବୁ୍ୟସନ ଲିମିଟେଡ୍ (ଟିପିସିଓଡିଏଲ୍) ପକ୍ଷରୁ ସମୃଦ୍ଧି ଅଭିଯାନ ଜରିଆରେ କୃଷକଙ୍କ…

ଭୁବନେଶ୍ୱର: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଂଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍ (ଟିପିସିଓଡିଏଲ୍) ଏହାର କର୍ପୋରେଟ୍ ସାମାଜିକ ଦାୟିତ୍ୱବୋଧ ଅଭିଯାନ “ସମୃଦ୍ଧି” ଜରିଆରେ ଗ୍ରାମୀଣ ଅଞ୍ଚଳର ବିକାଶ ପ୍ରତି ଏହାର ପ୍ରତିବଦ୍ଧତା ବଜାୟ ରଖିଛି । ସମୃଦ୍ଧି…

ଗୋପାଳପୁର ପଞ୍ଚାୟତରେ ବିଜେଡିର କର୍ମୀ ସମାବେଶ: ବିଧାୟକ ପ୍ରତାପ ଜେନାଙ୍କ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ବହୁ ବିଜେପି…

(ମାହାଙ୍ଗା-ଶାସକ ପ୍ରଶାସକ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବହୁ ବିକାଶମୂଳକ ଯୋଜନା 2009 ମସିହା ଠାରୁ ମାହାଙ୍ଗା ନିର୍ବାଚନ ମଣ୍ଡଳୀର ଦାୟିତ୍ବ ପୂର୍ବତନ ମନ୍ତ୍ରୀ ତଥା ମାହାଙ୍ଗା ବିଧାୟକ ପ୍ରତାପ ଜେନା ନେବା ପର ଠାରୁ ଶତ ପ୍ରତିଶତ ସଫଳ ହୋଇପାରିଛି l ମାହାଙ୍ଗା ନିର୍ବାଚନ ମଣ୍ଡଳୀରେ…

ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ରୋଡ୍‌ ଶୋ’

ଭୁବନେଶ୍ବର: ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୋଡ୍‌ ଶୋ କରି ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ମତ ଭିକ୍ଷା କରିଛନ୍ତି |ରୂପାଲି ଛକରୁ ଶିଶୁ ଭବନ ଛକ ପର୍ଯ୍ୟନ୍ତ ରୋଡ୍‌ ଶୋ ବେଳେ ଉଭୟ ପାର୍ଶ୍ୱରେ ଥିଲା ପ୍ରବଳ ଜଣ ସମାଗମ | ଲୋକମାନେ ମୁଖ୍ୟମନ୍ତ୍ରୀଙ୍କୁ ହାତ ହଲାଇ ସେମାନଙ୍କ…

ପ୍ରସ୍ତାବିତ ବୁଡି ଅଞ୍ଚଳ ରେ ବିଜେପି କୁ ଝଟକା : ଦଳ ଛାଡି ବିଜେଡି ରେ ମିଶିଲେ ୮୦ ବିଜେପି କର୍ମୀ l

ପଦ୍ମପୁର :- ଧୁମାଭଟା ରେ ବିଜେଡି ର ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି l ବିଜେପି ପ୍ରାର୍ଥୀ ଙ୍କୁ ୩୨ ଖଣ୍ଡ ଗ୍ରାମବାସୀ ବିରୋଧ କରୁଥିବା ବେଳେ ଆଜି ଲଖମରା ର ୮୦ ଜଣ ବିଜେପି କର୍ମୀ ଦଳ ଛାଡ଼ି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଜେଡି…

ମୁଖ୍ୟମନ୍ତ୍ରୀଙ୍କ ମାଗଣା ବିଜୁଳି ଘୋଷଣା ଶୁଣି ବିରୋଧିଙ୍କୁ କରେଣ୍ଟ ମାରିଲାଣି, ମୁଣ୍ଡ ଖରାପ ହେଲାଣିପ୍ରଚାର

ଟିଟଲାଗଡ଼, କଣ୍ଟାବାଞ୍ଜି, ପାଟଣାଗଡ଼ ଓ ଲୋଇସିଂହାରେ ନିର୍ବାଚନୀ ସଭାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ  ପାଣ୍ଡିଆନ ମାଗିଲେ ଭୋଟ ନବୀନ ପଟ୍ଟନାୟକଙ୍କ ଜିତିବା ମାର୍ଜିନ ସବୁ ରେକର୍ଡ ଭାଙ୍ଗୁ, ଇତିହାସ ସୃଷ୍ଟି କରୁ, ନବୀନ ପଟ୍ଟନାୟକ ନୂଆ ଓଡ଼ିଶାର ବିନ୍ଧାଣି, ତାଙ୍କୁ ଆଶୀର୍ବାଦ କରନ୍ତୁ,…

ବିଜେଡ଼ିରେ ଯୋଗ ଦେଲେ ପୂର୍ବତନ ବିଧାୟକ ରାଜେନ୍ଦ୍ର କୁମାର ଦାସ

ଭୁବନେଶ୍ୱର, ୧୬/୦୫/୨୦୨୪: ଭଦ୍ରକ ଜିଲ୍ଲା ଅନ୍ତର୍ଗତ ଧାମନଗର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ତଥା ବିଜେପି ନେତା ରାଜେନ୍ଦ୍ର କୁମାର ଦାସଙ୍କ ସହ ଶତାଧିକ ବିଜେପି କର୍ମୀ ଓ କର୍ମକର୍ତ୍ତା ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର, ଯାଜପୁର ବିଜେଡି ଜିଲ୍ଲା ସଭାପତି…